• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦେହ ଖରାପରୁ ଉପଶମ ମିଳିବ

ସୌର ବୃଷମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ମଙ୍ଗଳବାର ଚନ୍ଦ୍ର- ତୁଳା ଅହୋରାତ୍ର ତିଥି- ୧୧ଶୀ (ମଳ) ପ୍ରାତଃ ୦୬.୨୫ ଗତେ ୧୨ଶୀ ଘାତଚନ୍ଦ୍ର- ନାସ୍ତି ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ପ୍ରାତଃ ୦୬.୨୫ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ଦିବା ୦୩.୫୫ ଗତେ ୩ ପାଦ-କୃଷି , ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ

Virgo

କନ୍ୟା

Tuesday 18 Jun 2024

ଉ,ଫଳଗୁନି- ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇ ପାରେ । ପାରିବାରିକ ସମସ୍ୟା ଲାଗି ରହିବ । କାମକୁ ଅବହେଳା କରିପାରିବେ ନାହିଁ ।

ହସ୍ତା- ବ୍ୟବସାୟରେ ସାମାନ୍ୟ ପରିବର୍ତନ ହେତୁ ମାନସିକ ସ୍ଥିରତା ଅକ୍ଷୁର୍ଣ୍ଣ ରହିବ । ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ଯେଉଁ ବ୍ୟକ୍ତି ମାନେ ନୂଆ ଚାକିରି ଚାହୁଁଛନ୍ତି ସେମାନେ ଏଥିରେ ସଫଳ ହେବେ ।

ଚିତ୍ରା- ବିଶିଷ୍ଠ ଓକିଲଙ୍କ ସହ ବୈଠକ କରିବାରେ ଅବସର ପାଇବେ । ଭାବିଥିବା କୌଣସି ଜରୁରୀ କାମ ସଂପୂର୍ଣ୍ଣ ହେବ । ସମ୍ପତି ବଢାଇବାର ଯୋଜନା ସଫଳ ହେବ ।

ପ୍ରତିକାର - ତୁଳସୀ ଚଉରା ମୂଳେ ଜଳ ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :