• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦେହ ଖରାପରୁ ଉପଶମ ମିଳିବ

ସୌର ବୃଷମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ମଙ୍ଗଳବାର ଚନ୍ଦ୍ର- ତୁଳା ଅହୋରାତ୍ର ତିଥି- ୧୧ଶୀ (ମଳ) ପ୍ରାତଃ ୦୬.୨୫ ଗତେ ୧୨ଶୀ ଘାତଚନ୍ଦ୍ର- ନାସ୍ତି ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ପ୍ରାତଃ ୦୬.୨୫ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ଦିବା ୦୩.୫୫ ଗତେ ୩ ପାଦ-କୃଷି , ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ

Libra

ତୁଳା

Tuesday 18 Jun 2024

ଚିତ୍ରା- ବ୍ୟବସାୟୀଙ୍କୁ ଅଚାନକ ଧନ ଲାଭ ହୋଇପାରେ । ଆପଣ ଅଜ୍ଞାତ ବିପଦର ସମ୍ମୁଖିନ ହୋଇ ପାରନ୍ତି । କର୍ମ ତତ୍ପରତା ହେତୁ ଆଗେଇ ଚାଲିବେ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିବେ ।

ସ୍ୱାତୀ- ରାଜନୀତିରେ ସାହସିକ ପଦକ୍ଷପ ନେଇ ଆଗକୁ ଅତିକ୍ରମ କରିବେ । ଅଫିସ୍ କାମରେ ସଂପୂର୍ଣ୍ଣ ବ୍ୟସ୍ତ ରହିବେ । ସାମାଜିକ କାର୍ଯ୍ୟ ଆପଣଙ୍କ ରୁଚି ବଢିବ । ଖେଳାଳିଙ୍କ ଲାଗି ଦିନଟି ଭଲ ରହିବ ।

ବିଶାଖା- ଘରୋଇ ସଂସାର କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ଉନ୍ନତିର ସୁଯୋଗ ପାଇବେ । ଚଳଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଂଶସା ପାଇବେ । ସ୍ଥଗିତ ଥିବା ଧନ ମିଳିବାରୁ ଖୁସି ହେବେ ।

ପ୍ରତିକାର – ଶିବଙ୍କର ଦର୍ଶନ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :