• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦେହ ଖରାପରୁ ଉପଶମ ମିଳିବ

ସୌର ବୃଷମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ମଙ୍ଗଳବାର ଚନ୍ଦ୍ର- ତୁଳା ଅହୋରାତ୍ର ତିଥି- ୧୧ଶୀ (ମଳ) ପ୍ରାତଃ ୦୬.୨୫ ଗତେ ୧୨ଶୀ ଘାତଚନ୍ଦ୍ର- ନାସ୍ତି ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ପ୍ରାତଃ ୦୬.୨୫ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ଦିବା ୦୩.୫୫ ଗତେ ୩ ପାଦ-କୃଷି , ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ

Sagittarius

ଧନୁ

Tuesday 18 Jun 2024

ମୂଳା- ସନ୍ତାନ ପକ୍ଷରୁ ଶୁଭ ଖବର ପାଇବେ । ପର୍ଯ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଧନଲାଭର ଯୋଗ ଅଛି । ଯାତାୟତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ । ପ୍ରେମିକ ପ୍ରେମିକା ମାନେ ବିଶ୍ୱାସ ଭାଜନ ହେବେ ।

ପୂ,ଷାଢା- ବ୍ୟବସାୟରେ ଉନ୍ନତି ଓ ଅଗ୍ରଗତିରେ ସୁଯୋଗ ପାଇବେ । ସନ୍ଧ୍ୟା ସୁଦ୍ଧା ଭଲ ଖବର ପାଇବେ । ସାମାଜିକ କାର୍ଯ୍ୟରେ ଅଧିକ ସମୟ ବିତେଇ ପ୍ରଶଂସା ପାଇବେ ।

ଉ,ଷାଢା- ସହକର୍ମୀ ମାନଙ୍କ ସହିତ ମନୋମାଳିନ୍ୟ ଘଟିପାରେ । ଅର୍ଜିତ ଧନ ଓ ମାନ ହାନି ଘଟିପାରେ । ଅଜଣା ବ୍ୟକ୍ତିଙ୍କ ସହଯୋଗରୁ ଅଟକି ରହିଥିବା କାମରେ ଅଗ୍ରଗତି ଘଟିବ ।

ପ୍ରତିକାର – ଶ୍ରୀ ରାମଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :