• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦେହ ଖରାପରୁ ଉପଶମ ମିଳିବ

ସୌର ବୃଷମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ମଙ୍ଗଳବାର ଚନ୍ଦ୍ର- ତୁଳା ଅହୋରାତ୍ର ତିଥି- ୧୧ଶୀ (ମଳ) ପ୍ରାତଃ ୦୬.୨୫ ଗତେ ୧୨ଶୀ ଘାତଚନ୍ଦ୍ର- ନାସ୍ତି ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ପ୍ରାତଃ ୦୬.୨୫ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ଦିବା ୦୩.୫୫ ଗତେ ୩ ପାଦ-କୃଷି , ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ

Capricorn

ମକର

Tuesday 18 Jun 2024

ଉ,ଷାଢା- କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁ ଶାନ୍ତି ପାଇବେ । ସରକାରୀ କାମ ପୂରା କରିବାରେ ସମୟ ଲାଗିପାରେ । ଆର୍ଥିକ ସ୍ଥିତି ପୂର୍ବପରି ରହିବ ଏବଂ ଅଭାବ ବୋଧ ବିଶେଷ ବାଧିବ ନାହିଁ ।

ଶ୍ରବଣା- ନବ ବିବାହିତ ଦମ୍ପତି ଏକା ସାଙ୍ଗରେ ସମୟ ବିତାଇବେ । ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ, ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ ।

ଧନିଷ୍ଠା- ନୂତନ ଜିନିଷ କ୍ରୟ କରିପାରନ୍ତି । ଗାଡି, ମଟର ଚଳାଇବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ନ ହେଲେ ଅସୁବିଧାରେ ପଡିପାରନ୍ତି । ଖର୍ଚ୍ଚ ଉପରେ ଟିକେ ଧ୍ୟାନ ଦିଅନ୍ତୁ ।

ପ୍ରତିକାର – ପିମ୍ପୁଡ଼ିକୁ ମଇଦା ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :