Daily Horoscope 18th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦେହ ଖରାପରୁ ଉପଶମ ମିଳିବ

ସୌର ବୃଷମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ମଙ୍ଗଳବାର ଚନ୍ଦ୍ର- ତୁଳା ଅହୋରାତ୍ର ତିଥି- ୧୧ଶୀ (ମଳ) ପ୍ରାତଃ ୦୬.୨୫ ଗତେ ୧୨ଶୀ ଘାତଚନ୍ଦ୍ର- ନାସ୍ତି ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ପ୍ରାତଃ ୦୬.୨୫ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ଦିବା ୦୩.୫୫ ଗତେ ୩ ପାଦ-କୃଷି , ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ

Aries

ମେଷ

Tuesday 18 Jun 2024

ଅଶ୍ୱନୀ- ସାଂସାରିକ ସ୍ୱାଧିନତା ରହିବ । ବାହାରକୁ ବୁଲି ଯିବାର ଯୋଜନା କରିପାରନ୍ତି । ବାଣିଜ୍ୟରେ ମନ୍ଥରତା ରହିବ । ପଦ ମର୍ଯ୍ୟାଦା ବୃଦ୍ଧି ପାଇବ । ଅସୁବିଧାରେ ପଡି ବିରକ୍ତି ଭାବ ପ୍ରକାଶ କରିବେ ।

ଦ୍ୱିଜା- ଅଫିସ୍‌ରେ ଭାବିଥିବା କାମ ନିର୍ଦ୍ଧାରିତ ସମୟରେ ସମ୍ପୂର୍ଣ୍ଣ କରିବେ । ରାଜନୀତିରେ ଅଧିକାରୀଙ୍କ ପ୍ରତି ଆପଣଙ୍କ ବ୍ୟବହାର କୋମଳ ରଖନ୍ତୁ । ବିବାଦୀୟ ଘଟଣା ଟିକେ ଜଟିଳ ଆଡକୁ ଗତି କରିବ ।

କୃତିକା- ଧାର ଦେଇଥିବା ପଇସା ଫେରସ୍ତ ପାଇବେ । ପରିବାରରେ ନୂଆ ଦାୟିତ୍ୱ ଗ୍ରହଣ କରିବେ । ବୁଝି ବିଚାରି ସମସ୍ୟାର ସମାଧାନ କରିବେ । ସମାଜ ସେବାରେ ମନ ବଳାଇବେ । ଜମି , ଦଲାଲ୍‌ଙ୍କୁ ଯଥେଷ୍ଟ ଲାଭ ମିଳିବ ।

ପ୍ରତିକାର - ହନୁମାନଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :