ସୈାର ବୃଷ ମାସ ଆଷାଢ କୃଷ୍ଣପକ୍ଷ। ଇଂରାଜୀ ୧୮ ତାରିଖ ବୁଧବାର । ଚନ୍ଦ୍ର- କୁମ୍ଭ ସନ୍ଧ୍ୟା ୦୬.୩୪ ଗତେ ମୀନ । ତିଥି - ୭ମୀ ଦିବା ୦୧.୩୫ ଗତେ ୮ମୀ । ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶୀର , ସନ୍ଧ୍ୟା ୦୬.୩୪ ଗତେ ଧନୁ ରାଶିର । ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ – ୨ପାଦ - ପଶୁ ଓ ବଂଶହାନି - ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୦୧.୩୫ ଗତେ । ୧ପାଦ- କୁଟୁମ୍ବହାନି – ତିଳକାଞ୍ଚନ ଦାନ ରାତ୍ରି ୧୨.୨୧ ପର୍ଯ୍ୟନ୍ତ ।
ଅଶ୍ୱନୀ- ପ୍ରେମିକ ପ୍ରେମିକା ମାନେ ବିଶ୍ୱାସ ଭାଜନ ହେବେ। ଉତ୍ପାଦନ ସହିତ ଜଡିତ ବ୍ୟବସାୟ ବୃଦ୍ଧି ପାଇବା ସହ କୈାଣସି ସଂସ୍ଥାରୁ ସମ୍ମାନ ପାଇବାର ସମ୍ଭାବନା ଅଛି । ଦାମ୍ପତ୍ୟ ସୁଖରେ ମଧୁ ରତା ଆସିବ ଓ ଅଧିକ ଘନିଷ୍ଠତା ହେବ ।
ଦ୍ୱିଜା- ଅଫିସରେ କାର୍ୟ୍ୟବ୍ୟସ୍ତତା ଯୋଗୁ ଖାଦ୍ୟପେୟ ଠିକ୍ ରହିବ ନାହିଁ । ରାଜନୀତିରେ ସାହାସିକ ପଦକ୍ଷପ ନେଇ ଆଗକୁ ଅତିକ୍ରମ କରିବେ । ସରକାରି ସହୟତା ପାଇବେ ବା ଉଚ୍ଚପଦସ୍ଥ ଅଧିକାରୀଙ୍କ ଅନୁକମ୍ପା ହାସଲ କରିବେ ।
କୃତିକା- ମାଲିମକବ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ନିର୍ମାଣଧିନ ଗୃହ ପୂର୍ଣ୍ଣାଙ୍ଗ ଆରମ୍ଭ ହେବ । ଗମନା ଗମନ କରିବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ।
ପ୍ରତିକାର – ସୂର୍ଯଦେବଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ ।
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯