Daily Horoscope 18th June 2025: ଏହି ରାଶିରେ ହେବ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ...
/odishatv-khabar/media/media_files/uploadimage/library/16_9/16_9_0/IMAGE_1739678713-514493.jpg)
ସୈାର ବୃଷ ମାସ ଆଷାଢ କୃଷ୍ଣପକ୍ଷ। ଇଂରାଜୀ ୧୮ ତାରିଖ ବୁଧବାର । ଚନ୍ଦ୍ର- କୁମ୍ଭ ସନ୍ଧ୍ୟା ୦୬.୩୪ ଗତେ ମୀନ । ତିଥି - ୭ମୀ ଦିବା ୦୧.୩୫ ଗତେ ୮ମୀ । ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶୀର , ସନ୍ଧ୍ୟା ୦୬.୩୪ ଗତେ ଧନୁ ରାଶିର । ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ – ୨ପାଦ - ପଶୁ ଓ ବଂଶହାନି - ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୦୧.୩୫ ଗତେ । ୧ପାଦ- କୁଟୁମ୍ବହାନି – ତିଳକାଞ୍ଚନ ଦାନ ରାତ୍ରି ୧୨.୨୧ ପର୍ଯ୍ୟନ୍ତ ।