• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th March 2023: ଏହି ରାଶିର ବ୍ୟକ୍ତି ଆଜି କ୍ରୀଡା କ୍ଷେତ୍ରରେ ସଫଳତା ପାଇବେ

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ଶନିବାର,ଚନ୍ଦ୍ର – ମକର ଅହୋରାତ୍ର,ତିଥି – ୧୧ଶୀ ଦିବା ୧୧.୧୪ ଗତେ ୧୨ଶୀ,ଘାତ ଚନ୍ଦ୍ର – ସିଂହ ଅହୋରାତ୍ର,ଘାତ ବାର- ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ- ଦିବା ୧୧.୧୪ ଗତେ ୨ ପାଦ

Aries

ମେଷ

Saturday 18 Mar 2023

ଅଶ୍ୱନୀ- ସ୍ୱାସ୍ଥ୍ୟରେ ସକାରତ୍ମକ ପରିବର୍ତନ ଆସିପାରେ । କର୍ମ କ୍ଷେତ୍ରରେ ଉତ୍ସାହ ଜନକ ରହିବ । ସାଧାରଣ କଥାରେ ବନ୍ଧୁ ମୁହଁ ଫେରାଇ ନେଇପାରନ୍ତି । ଖେଳ ଓ ପ୍ରତିଦ୍ୱନ୍ଦିତାରେ ସଫଳ ହେବେ

କୃତିକା- ସାମାଜିକ ମାନସମ୍ମାନ ବାଧା ପ୍ରାପ୍ତ ହେବ । ଶିକ୍ଷା କ୍ଷେତ୍ରରେ ଅଧିକ ଅବହେଳା କରିବେ । ବ୍ୟବସାୟରେ ସହରକୁ ଯାଇ ପାରନ୍ତି । କୈାଣସି ବିଶିଷ୍ଠ ବ୍ୟକ୍ତିଙ୍କ ସହଯୋଗ ମନୋବଳକୁ ବଢେଇ ଦେବ

ଦ୍ୱିଜା- ରାଜନିତିରେ ଲକ୍ଷ୍ୟପ୍ରାପ୍ତିର ଆଶା ନିରର୍ଥକ ହେବ ନାହିଁ । ମାଲିମକନ୍ଦମା କ୍ଷେତ୍ରରେ ଉତମ ଫଳ ପାଇବେ । ରାସ୍ତା ଘାଟରେ ଯଥେଷ୍ଟ ସତର୍କ ସହିିତ ଯାତାୟତ କରିବା ଉଚିତ୍‌

ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :