• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th March 2023: ଏହି ରାଶିର ବ୍ୟକ୍ତି ଆଜି କ୍ରୀଡା କ୍ଷେତ୍ରରେ ସଫଳତା ପାଇବେ

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ଶନିବାର,ଚନ୍ଦ୍ର – ମକର ଅହୋରାତ୍ର,ତିଥି – ୧୧ଶୀ ଦିବା ୧୧.୧୪ ଗତେ ୧୨ଶୀ,ଘାତ ଚନ୍ଦ୍ର – ସିଂହ ଅହୋରାତ୍ର,ଘାତ ବାର- ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ- ଦିବା ୧୧.୧୪ ଗତେ ୨ ପାଦ

Gemini

ମିଥୁନ

Saturday 18 Mar 2023

ମୃଗଶିରା- ଭାଇ, ଭାଇ ମଧ୍ୟରେ ସାମାନ୍ୟ ସମସ୍ୟା ଦେଖା ଦେଇପାରେ । ଜଗିରଖି ଚଳିଲେ ପାଖ ପଡୋଶିଙ୍କ ଦ୍ୱାରା ପ୍ରଂଶସା ପାଇବେ । ବ୍ୟବସାୟରେ ବୁଝିବିଚାରି ଭାଗିଦାରି କରନ୍ତୁ । ମାନସିକ ସ୍ତରରେ ଉନ୍ନତି ଆସିବ

ଆଦ୍ରା- ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ । ବିଦ୍ୟାର୍ଥୀ ମାନେ ଉଚ୍ଚଶିକ୍ଷା ପାଇଁ ଆଗ୍ରହି ହୋଇପାରନ୍ତି । କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ । ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ

ପୁନର୍ବସୁ- ଭୂ-ସମ୍ପତି କିଣିବାର ଯୋଗ ରହିଛି । ମହିଳାଙ୍କ ଭାଗ୍ୟ ଉଦ୍ୟୟ ହୋଇପାରେ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ

ପ୍ରତିକାର – ଭୂବନେଶ୍ୱରୀ ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :