• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th March 2023: ଏହି ରାଶିର ବ୍ୟକ୍ତି ଆଜି କ୍ରୀଡା କ୍ଷେତ୍ରରେ ସଫଳତା ପାଇବେ

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ଶନିବାର,ଚନ୍ଦ୍ର – ମକର ଅହୋରାତ୍ର,ତିଥି – ୧୧ଶୀ ଦିବା ୧୧.୧୪ ଗତେ ୧୨ଶୀ,ଘାତ ଚନ୍ଦ୍ର – ସିଂହ ଅହୋରାତ୍ର,ଘାତ ବାର- ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ- ଦିବା ୧୧.୧୪ ଗତେ ୨ ପାଦ

Libra

ତୁଳା

Saturday 18 Mar 2023

ଚିତ୍ରା- ପାରିବାରିକ କଷ୍ଟ ଦୂର ହୋଇପାରେ । ବ୍ୟବସାୟରେ ଦୂର ଯାତ୍ରା କରିବାର ସୁଯୋଗ ରହିଛି । ମିତ୍ରଙ୍କ ଠାରୁ ବହୁତ ସାହାର୍ଯ୍ୟ ସହଯୋଗ ମିଳିବା ଫଳରେ ଖୁସି ଅନୁଭବ କରିବେ

ସ୍ୱାତୀ- ରାଜନୀତିରେ କ୍ଷେତ୍ରରେ କୈାଣସି ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡିବ । ବିଦ୍ୟାର୍ଥୀ ମାନଙ୍କ ପାଇଁ ଦିନଟି ଭଲ ରହିବ । ଅଟକି ରହିଥିବା କାମରେ ଅଗ୍ରଗତି ଘଟିବ । ଲେଖକ, ପତ୍ରକାର, ଠିକାଦାର ବ୍ୟକ୍ତିମାନଙ୍କର ଅନେକ ଶୁଭ ହେବ

ବିଶାଖା- ମହିଳା ମାନଙ୍କର ଆତ୍ମବିଶ୍ୱାସ ବୃଦ୍ଧି ହେବ । ପୁରୁଣା କରଜ ଆପଣଙ୍କୁ ଫେରସ୍ତ ମିଳିପାରେ । ଘର ଜାଗା ଓ ସମ୍ପତି ସମ୍ବନ୍ଧୀୟ ମାମଲା କାହାର ମଧ୍ୟସ୍ଥତା ଦ୍ୱାରା ଦୂର ହେବ

ପ୍ରତିକାର – ଶନିଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :