• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th March 2023: ଏହି ରାଶିର ବ୍ୟକ୍ତି ଆଜି କ୍ରୀଡା କ୍ଷେତ୍ରରେ ସଫଳତା ପାଇବେ

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ଶନିବାର,ଚନ୍ଦ୍ର – ମକର ଅହୋରାତ୍ର,ତିଥି – ୧୧ଶୀ ଦିବା ୧୧.୧୪ ଗତେ ୧୨ଶୀ,ଘାତ ଚନ୍ଦ୍ର – ସିଂହ ଅହୋରାତ୍ର,ଘାତ ବାର- ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ- ଦିବା ୧୧.୧୪ ଗତେ ୨ ପାଦ

Sagittarius

ଧନୁ

Saturday 18 Mar 2023

ମୂଳା- ଶାରୀରିକ ଅସୁସ୍ଥତା ଜନିତ ପୀଡାରେ କଷ୍ଟ ପାଇପାରନ୍ତି । ନିଜ ଲୋକଙ୍କ ଉପରେ ଭରସା କରିବାରେ ମନରେ ଦ୍ୱନ୍ଦ ଆସିବ । ସନ୍ତାନ ମାନଙ୍କ ଉନ୍ନତି ପାଇଁ ମନରେ ଖୁସି ଆସିବ

ପୂ, ଷାଢା- ରାଜନିତିରେ ଚାପ ହେତୁ ମାନସିକ କ୍ଲାନ୍ତି ଅନୁଭବ କରିବେ । ବ୍ୟବସାୟରେ କୈାଣସି ପରିସି୍ଥତି ପ୍ରତି ଦୃଷ୍ଟି ରଖି କାମ କରନ୍ତୁ । ଚେଷ୍ଟା କରିଲେ ଅନ୍ୟକୁ ଦେଇଥିବା ଧନ ମିଳିପାରିବ

ଉ, ଷାଢା- ଜମିଜମା ଓ ଯାନବାହନ କ୍ରୟ କରିବାର ସୁବିଧା ପାଇବେ । କର୍ମକ୍ଷେତ୍ରରେ ଅନିଚ୍ଛା ସତ୍ୱେ ପ୍ରତିକ୍ରିୟାକୁ ପ୍ରକାଶ କରନ୍ତୁ ନାହିଁ । ମାଲିମକନ୍ଦମା କ୍ଷେତ୍ରରେ ଅଶାନୂରୁପ ସଫଳତା ମିଳିବ

ପ୍ରତିକାର – ଶ୍ରୀ ରାମଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :