ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ଶନିବାର,ଚନ୍ଦ୍ର – ମକର ଅହୋରାତ୍ର,ତିଥି – ୧୧ଶୀ ଦିବା ୧୧.୧୪ ଗତେ ୧୨ଶୀ,ଘାତ ଚନ୍ଦ୍ର – ସିଂହ ଅହୋରାତ୍ର,ଘାତ ବାର- ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ- ଦିବା ୧୧.୧୪ ଗତେ ୨ ପାଦ
ଉ, ଷାଢା- ସ୍ୱାସ୍ଥ୍ୟରେ କିଛି ପରିବର୍ତନ ଆସିବ । ପରୋକ୍ଷ ଶତୃତା ଦୈନିକ ଜିବନ ଚର୍ୟ୍ୟାକୁ କେତେକାଂଶରେ ପ୍ରଭାବିତ କରିପାରେ । ଛୋଟ କଥାକୁ ନେଇ ପରିବାର ଭିତରେ ସମ୍ପର୍କ ହାନି ହୋଇପାରେ
ଶ୍ରବଣା- ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲି ଯିବ । ଶିକ୍ଷାର୍ଥି ମାନେ ବିଦ୍ୟାରେ ସଫଳତା ହାସଲ କରିବେ । ସାମାଜିକ ଆଦୃତି ମାଧ୍ୟମରେ ସୁଖ ସମ୍ମାନ ପ୍ରଦାନ କରିବ
ଧନିଷ୍ଠା- କର୍ମକ୍ଷେତ୍ରରେ ପ୍ରଂଶସା ଓ ପ୍ରତିଷ୍ଠା ପ୍ରତି ଈର୍ଷାନ୍ୱିତ ହେବେ । ବିବାଦରେ ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ । ନିକଟସ୍ଥ ସ୍ଥାନ ମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ପାଇବେ
ପ୍ରତିକାର – ଦକ୍ଷିଣକାଳିଙ୍କୁ ପୂଜା କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮