• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th March 2023: ଏହି ରାଶିର ବ୍ୟକ୍ତି ଆଜି କ୍ରୀଡା କ୍ଷେତ୍ରରେ ସଫଳତା ପାଇବେ

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ଶନିବାର,ଚନ୍ଦ୍ର – ମକର ଅହୋରାତ୍ର,ତିଥି – ୧୧ଶୀ ଦିବା ୧୧.୧୪ ଗତେ ୧୨ଶୀ,ଘାତ ଚନ୍ଦ୍ର – ସିଂହ ଅହୋରାତ୍ର,ଘାତ ବାର- ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ- ଦିବା ୧୧.୧୪ ଗତେ ୨ ପାଦ

Aquarius

କୁମ୍ଭ

Saturday 18 Mar 2023

ଧନିଷ୍ଠା- ଶାରୀରିକ ଅସୁସ୍ଥତା ଅନୁଭବ କରିବେ । ନିତିଦିନିଆ କାମ ସହଜରେ ପୂରା ହୋଇଯିବ । ଜୀବନ ସାଥିଙ୍କ ସହ ଯୋଗରେ ଆଗକୁ ବଢିବାର ସୁଯୋଗ ପାଇବେ । କିଛି ନୂଆ କାମ ଆରମ୍ଭ କରି ନିକଟ ସମ୍ପର୍କୀୟଙ୍କ ଠାରୁ ପ୍ରଂଶସିତ ହେବେ

ଶତଭିଷା- ବ୍ୟବସାୟରେ ଧନଲାଭର ନୂଆ ଉତ୍ସ ତଲାସ କରିବେ । ରାଜନିତି କ୍ଷେତ୍ରରେ ଥିବା ବ୍ୟକ୍ତି ମାନ ସମ୍ମାନ ପାଇବେ । ବାସଗୃହ ବା ଯାନବାହନର ନବୀକରଣ କରିବାର ନାନାବିଧ ସୁଯୋଗ ପାଇବେ

ପୂ, ଭାଦ୍ରପଦ- ନିଜ ସିଦ୍ଧାନ୍ତରେ ଅଟଳ ରହିବା ଫଳରେ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ଶତୃମାନେ ମଥାନତ କରିବେ । ଆକସ୍ମିକ ଧନ ପ୍ରାପ୍ତି ହେବ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ

ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :