• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th March 2024: ଏହି ରାଶିର ବ୍ୟକ୍ତି ଆଜି କର୍ମକ୍ଷେତ୍ରରେ ସଫଳତା ପାଇବେ

ସୈାର ମୀନ ମାସ ଫାଲ୍‌ଗୁନ ଶୁକ୍ଳପକ୍ଷ। ଇଂରାଜୀ ୧୮ ତାରିଖ ସୋମବାର । ଚନ୍ଦ୍ର- ମିଥୁନ ଅହୋରାତ୍ର ,ତିôଥ- ୯ମୀ ରାତ୍ରି ୧୦.୪୯ ଗତେ ୧୦ ମୀ,ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ,ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ସନ୍ଧ୍ୟା ୦୬.୧୦ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।

Aries

ମେଷ

Monday 18 Mar 2024

ଅଶ୍ୱନୀ- କର୍ମକ୍ଷେତ୍ରରେ ଦକ୍ଷତା ବୃଦ୍ଧି ସହ ସହକର୍ମୀ ସହନାଭୁତି ପ୍ରଦର୍ଶନ କରିବେ । ସ୍ୱାସ୍ଥ୍ୟରେ ସୁଧାର ସାଙ୍ଗକୁ ମାନସିକ ସ୍ଥିରତା ଅକ୍ଷୁର୍ଣ୍ଣ ରହିବ । ଶିକ୍ଷା କ୍ଷେତ୍ରରେ କଠିନ ପରିଶ୍ରମ କଲେ ସଫଳତା ଅର୍ଜନ କରିବେ ।

ଦ୍ୱିଜା- ଆନୁଷ୍ଠାନିକ କାର୍ଯ୍ୟ ସୁରୁଖୁରୁରେ ସମ୍ପନ୍ନ ହେବ । ସାମାଜିକ ସ୍ତରରେ ଛୋଟ କଥାଟିକୁ ବଡ଼ ଆକାରରେ ଚିନ୍ତା କରି ଅନୁତାପ କରିପାରନ୍ତି । ପିଲାମାନଙ୍କ ଉଚ୍ଚଶିକ୍ଷା ସକାଶେ ପ୍ରାଧାନ୍ୟ ଦେଇପାରନ୍ତି ।

କୃତିକା- ଦୂରଯାତ୍ରାରେ ପ୍ରିୟଜନଙ୍କ ସହ ମିଳନ ହେବା ସହ ଅଟକିଥିବା କାର‌୍ୟ୍ୟ ପୂରଣ ହେବ । ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହୋଇ ପାରନ୍ତି । ବୁଦ୍ଧିମତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ ।

ପ୍ରତିକାର - ପ୍ରଭୁ ଜଗନ୍ନାଥଙ୍କର ଦର୍ଶନ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :