• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th March 2024: ଏହି ରାଶିର ବ୍ୟକ୍ତି ଆଜି କର୍ମକ୍ଷେତ୍ରରେ ସଫଳତା ପାଇବେ

ସୈାର ମୀନ ମାସ ଫାଲ୍‌ଗୁନ ଶୁକ୍ଳପକ୍ଷ। ଇଂରାଜୀ ୧୮ ତାରିଖ ସୋମବାର । ଚନ୍ଦ୍ର- ମିଥୁନ ଅହୋରାତ୍ର ,ତିôଥ- ୯ମୀ ରାତ୍ରି ୧୦.୪୯ ଗତେ ୧୦ ମୀ,ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ,ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ସନ୍ଧ୍ୟା ୦୬.୧୦ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।

Taurus

ବୃଷ

Monday 18 Mar 2024

କୃତିକା- ବ୍ୟବସାୟୀଙ୍କୁ ଯଥେଷ୍ଟ ଲାଭ ମିଳିବ । ଭାତୃ ବିବାଦରୁ ଦୂରେଇ ଯିବ । ପରିବାରରେ ଗୁରୁଜନଙ୍କ ସା୍ୱସ୍ଥ୍ୟକୁ ନେଇ ଚିନ୍ତା କରିପାରନ୍ତି । ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନ ଦେବା ଆବଶ୍ୟକ ।

ରୋହିଣୀ- ସାହିତ୍ୟ, ସଙ୍ଗିତ ଓ ସୃଜନାଶୀଳତା ବୃଦ୍ଧି ପାଇବ । କର୍ମକ୍ଷେତ୍ରରେ ନିଜର ମନ ଅନୁଯାୟୀ କର୍ମ କରିବେ । ସନ୍ତାନ ମାନଙ୍କ କୃତିତ୍ୱ ପାଇଁ ଗର୍ବ ଅନୁଭବ କରିବେ । ରାଜନେତାଙ୍କ ସାହାର‌୍ୟ୍ୟ ସହଯୋଗ ମାଧ୍ୟମରେ ଯଶ ସମ୍ମାନର ଅଧିକାରୀ ହେବେ

ମୃଗଶିରା- ବିଦ୍ୟାର୍ଥୀ ମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ । ସଡକ ଦୁର୍ଘଟଣାର ସମ୍ଭାବନା ରହିଛି । ମାଲିମକଦ୍ଧମାରେ ଜୟଯୁକ୍ତ ହେବେ ।

ପ୍ରତିକାର – ଗୋ ମାତାଙ୍କୁ କିଛି ଖାଇବାକୁ ଦିଅନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :