• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th March 2024: ଏହି ରାଶିର ବ୍ୟକ୍ତି ଆଜି କର୍ମକ୍ଷେତ୍ରରେ ସଫଳତା ପାଇବେ

ସୈାର ମୀନ ମାସ ଫାଲ୍‌ଗୁନ ଶୁକ୍ଳପକ୍ଷ। ଇଂରାଜୀ ୧୮ ତାରିଖ ସୋମବାର । ଚନ୍ଦ୍ର- ମିଥୁନ ଅହୋରାତ୍ର ,ତିôଥ- ୯ମୀ ରାତ୍ରି ୧୦.୪୯ ଗତେ ୧୦ ମୀ,ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ,ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ସନ୍ଧ୍ୟା ୦୬.୧୦ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।

Pisces

ମୀନ

Monday 18 Mar 2024

ପୂ, ଭାଦ୍ରପଦ- ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜ ମାନ କରିବା ସହ ପୂର୍ବ ଶତୃ ମାନେ ପଛ ଘୁଞ୍ଚା ଦେବେ । ଶରୀର ସୁସ୍ଥ ରହିବା ସହ ଯାତ୍ରାରେ ବିଶେଷ ଲାଭବାନ୍ ହେବେ । ଅଫିସରେ କର୍ମଚାରୀଙ୍କ ଉପରେ ବିରକ୍ତ ରୁହନ୍ତୁ ନାହିଁ ।

ଉ, ଭାଦ୍ରପଦ- ବ୍ୟବସାୟରେ ବିରାଟ ଯୋଜନାର ସଂକଳ୍ପ ନେବେ । ଶିକ୍ଷା କ୍ଷେତ୍ରରେ ଅଧିକ ଅବହେଳା କରିବେ । ରାଜନୀତିରେ ଲୋକ ପ୍ରିୟତା ଦେଖା ଦେବ ।

ରେବତୀ- କଳା, ସାହିତ୍ୟ , ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । କୈାଣସି ମୂଲ୍ୟବାନ୍ ଉପହାର ପ୍ରାପ୍ତି ହେବେ । ମହିଳା ମାନେ ଗୃହ ଚିନ୍ତାରେ ବ୍ୟସ୍ତ ରହିବେ

ପ୍ରତିକାର – କୈାଣସି ବ୍ରାହ୍ମଣର ସେବା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :