• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th March 2024: ଏହି ରାଶିର ବ୍ୟକ୍ତି ଆଜି କର୍ମକ୍ଷେତ୍ରରେ ସଫଳତା ପାଇବେ

ସୈାର ମୀନ ମାସ ଫାଲ୍‌ଗୁନ ଶୁକ୍ଳପକ୍ଷ। ଇଂରାଜୀ ୧୮ ତାରିଖ ସୋମବାର । ଚନ୍ଦ୍ର- ମିଥୁନ ଅହୋରାତ୍ର ,ତିôଥ- ୯ମୀ ରାତ୍ରି ୧୦.୪୯ ଗତେ ୧୦ ମୀ,ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ,ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ସନ୍ଧ୍ୟା ୦୬.୧୦ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।

Gemini

ମିଥୁନ

Monday 18 Mar 2024

ମୃଗଶିରା- ମାନସିକ ସ୍ଥିରତା ଦେଖାଦେବା ସହ କାମରେ ପରିଶ୍ରମ କରି ପ୍ରଂଶସିତ ହେବେ । ବ୍ୟବସାୟ ପାଇଁ ଭ୍ରମଣ କରିବା ଫଳରେ ବିଶେଷ ଲାଭାନ୍ୱିତ ହେବେ । ବନ୍ଧୁ ମିତ୍ରଙ୍କର ଆର୍ଥୀକ ସହାୟତାର ନୂତନ ପନ୍ଥା ଅନୁସରଣ କରିବେ ।

ଆଦ୍ରା- ଆର୍ôଥକ କ୍ଷେତ୍ରରେ ପରିବର୍ତନ ଆସିବ । ଆନୁଷ୍ଠାନିକ କାମହାସଲ କରିବା ସକାଶେ ବନ୍ଧୁଙ୍କ ସାହାର୍ଯ୍ୟ ଉପରେ ନିର୍ଭର କରି ପାରନ୍ତି । ସାମାଜିକ କଲ୍ୟାଣରେ ପୂର୍ଣ୍ଣ ସହଯୋଗ କରିବେ ।

ପୁନର୍ବସୁ- କର୍ମକ୍ଷେତ୍ରରେ ଅନିଚ୍ଛା ସତ୍ୱେ ପ୍ରତିକ୍ରିୟାକୁ ପ୍ରକାଶ କରନ୍ତୁ ନାହିଁ । ଜମିଜମା କ୍ଷେତ୍ରରେ ଅଶାନୂରୁପ ସଫଳତା ମିଳିବ । ମହିଳା ମାନଙ୍କ ପାଇଁ ଦିନଟି ମହତ୍ୱପୁର୍ଣ୍ଣ ରହିବ 

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :