Daily Horoscope 18th March 2024: ଏହି ରାଶିର ବ୍ୟକ୍ତି ଆଜି କର୍ମକ୍ଷେତ୍ରରେ ସଫଳତା ପାଇବେ
/odishatv-khabar/media/media_files/uploadimage/library/16_9/16_9_0/IMAGE_1710728245-517576.jpg)
ସୈାର ମୀନ ମାସ ଫାଲ୍ଗୁନ ଶୁକ୍ଳପକ୍ଷ। ଇଂରାଜୀ ୧୮ ତାରିଖ ସୋମବାର । ଚନ୍ଦ୍ର- ମିଥୁନ ଅହୋରାତ୍ର ,ତିôଥ- ୯ମୀ ରାତ୍ରି ୧୦.୪୯ ଗତେ ୧୦ ମୀ,ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ,ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ସନ୍ଧ୍ୟା ୦୬.୧୦ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
