• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th March 2024: ଏହି ରାଶିର ବ୍ୟକ୍ତି ଆଜି କର୍ମକ୍ଷେତ୍ରରେ ସଫଳତା ପାଇବେ

ସୈାର ମୀନ ମାସ ଫାଲ୍‌ଗୁନ ଶୁକ୍ଳପକ୍ଷ। ଇଂରାଜୀ ୧୮ ତାରିଖ ସୋମବାର । ଚନ୍ଦ୍ର- ମିଥୁନ ଅହୋରାତ୍ର ,ତିôଥ- ୯ମୀ ରାତ୍ରି ୧୦.୪୯ ଗତେ ୧୦ ମୀ,ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ,ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ସନ୍ଧ୍ୟା ୦୬.୧୦ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।

Virgo

କନ୍ୟା

Monday 18 Mar 2024

ଉ- ଫାଲ୍‌ଗୁନୀ- ସ୍ୱାସ୍ଥ୍ୟରେ ସକାରତ୍ମକ ପରିବର୍ତନ ଆସିପାରେ । କର୍ମ କ୍ଷେତ୍ରରେ ଉତ୍ସାହ ଜନକ ରହିବ । ସାଧାରଣ କଥାରେ ବନ୍ଧୁ ମୁହଁ ଫେରାଇ ନେଇପାରନ୍ତି ।

ହସ୍ତା- ସାମାଜିକ ମାନସମ୍ମାନ ବାଧା ପ୍ରାପ୍ତ ହେବ । ଶିକ୍ଷା କ୍ଷେତ୍ରରେ ଅଧିକ ଅବହେଳା କରିବେ । ବ୍ୟବସାୟରେ ସହରକୁ ଯାଇ ପାରନ୍ତି ।

ଚିତ୍ରା- ସମ୍ମାନିତ ଲୋକଙ୍କ ସହ ମିଶିବାର ଅବସର ପାଇବେ । ରାଜନିତିରେ ଲକ୍ଷ୍ୟପ୍ରାପ୍ତିର ଆଶା ନିରର୍ଥକ ହେବ ନାହିଁ । ମାଲିମକନ୍ଦମା କ୍ଷେତ୍ରରେ ଉତମ ଫଳ ପାଇବେ ।

ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :