• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th March 2024: ଏହି ରାଶିର ବ୍ୟକ୍ତି ଆଜି କର୍ମକ୍ଷେତ୍ରରେ ସଫଳତା ପାଇବେ

ସୈାର ମୀନ ମାସ ଫାଲ୍‌ଗୁନ ଶୁକ୍ଳପକ୍ଷ। ଇଂରାଜୀ ୧୮ ତାରିଖ ସୋମବାର । ଚନ୍ଦ୍ର- ମିଥୁନ ଅହୋରାତ୍ର ,ତିôଥ- ୯ମୀ ରାତ୍ରି ୧୦.୪୯ ଗତେ ୧୦ ମୀ,ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ,ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ସନ୍ଧ୍ୟା ୦୬.୧୦ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।

Libra

ତୁଳା

Monday 18 Mar 2024

ଚିତ୍ରା- ସମସ୍ତ ଦୁଶ୍ଚିନ୍ତା ଦୂର ହେବା ସହ ଶରୀର ସୁସ୍ଥ ରହିବ । ବ୍ୟବସାୟରେ ଅଂଶୀଦାର ମାନଙ୍କ ସହ କିଛି ଚୁକ୍ତିନାମା କରିପାରନ୍ତି । ଜୀବନସାଥୀଙ୍କ ପ୍ରତି ପ୍ରେମ ଓ ସମ୍ମାନ ବୃଦ୍ଧି ପାଇବା ସହ ଦାମ୍ପତ୍ୟ ଜୀବନ ସୁଖମୟ ରହିବ

ସ୍ୱାତୀ- ରାଜନୈତିକ କ୍ଷେତ୍ରରେ ଦୃଢ ସଂକଳ୍ପ ଓ ଆତ୍ମବିଶ୍ୱାସ ଫଳରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ପାଇବ । ସମ୍ପତି ସମ୍ବନ୍ଧୀୟ ମାମଲାରେ ଲଢିପାରନ୍ତି । କଳା, ଚଳଚିତ୍ର କ୍ଷେତ୍ରରେ ଆଗେଇବେ ।

ବିଶାଖା- ଆକସ୍ମିକ ଭାବେ ନିକଟ ସମ୍ପର୍କୀୟ ମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ । ରାଜନୈତିକ ନେତା ମିଥ୍ୟା ଗୁଜବରେ ବିଚଳିତ ହେବେ । ବିବାଦୀୟ ପରିସ୍ଥିତିକୁ ମନବୁଝାଣିଆ କଥା କହି ପରିବେଶକୁ ସ୍ୱାଭାବିକ କରିପାରନ୍ତି

ପ୍ରତିକାର – ଭଗବାନ ଶ୍ରୀ ରାମଙ୍କ ଫଟୋକୁ ପୁଜା କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :