ସୈାର ମୀନ ମାସ ଫାଲ୍ଗୁନ ଶୁକ୍ଳପକ୍ଷ। ଇଂରାଜୀ ୧୮ ତାରିଖ ସୋମବାର । ଚନ୍ଦ୍ର- ମିଥୁନ ଅହୋରାତ୍ର ,ତିôଥ- ୯ମୀ ରାତ୍ରି ୧୦.୪୯ ଗତେ ୧୦ ମୀ,ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ,ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ସନ୍ଧ୍ୟା ୦୬.୧୦ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।
ବିଶାଖା- ସ୍ୱାସ୍ଥ୍ୟରେ ସୁଧାର ଏବଂ କାର୍ୟ୍ୟରେ ସଫଳତା ମିଳିପାରେ । ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବା ସହିତ ଘରୋପକରଣ ଜିନିଷ ମଧ୍ୟ ଆଣି ପାରନ୍ତି । କର୍ମ କ୍ଷେତ୍ରରେ ବିଳମ୍ବ ଯୋଗ ରହିଛି
ଅନୁରାଧା- ବ୍ୟବସାୟରେ ଆଶାନୂରୂପକ ଫଳ ପାଇବେ । ମହିଳା ମାନେ ନିଜର ବ୍ୟବହାର ପ୍ରତି ଧ୍ୟାନ ଦିଅନ୍ତୁ । ରାଜନୀତିରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ହାତକୁ ନେଇ ଚିନ୍ତାଗ୍ରସ୍ତ ରହିବେ
ଜ୍ୟୋଷ୍ଠା- ଫିଲ୍ମ ଉଦ୍ୟୋଗି କ୍ଷେତ୍ରରେ ଥିବା ଭଲ ସୁଯୋଗ ମିଳିବ । ଶିକ୍ଷାର୍ଥୀ ମାନେ ଉଚ୍ଚ ଶିକ୍ଷା ପାଇଁ ବିଦେଶା ଗତ ହୋଇପାରନ୍ତି । କୋର୍ଟ ମାମଲାରେ ଫସି ଅଯଥା ଖର୍ଚ୍ଚ କରିବେ ।
ପ୍ରତିକାର – ନୃସିଂହଙ୍କର ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯