ସୈାର ମୀନ ମାସ ଫାଲ୍ଗୁନ ଶୁକ୍ଳପକ୍ଷ। ଇଂରାଜୀ ୧୮ ତାରିଖ ସୋମବାର । ଚନ୍ଦ୍ର- ମିଥୁନ ଅହୋରାତ୍ର ,ତିôଥ- ୯ମୀ ରାତ୍ରି ୧୦.୪୯ ଗତେ ୧୦ ମୀ,ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ,ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ସନ୍ଧ୍ୟା ୦୬.୧୦ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।
ମୂଳା- ବ୍ୟବସାୟରେ ଖର୍ଚ୍ଚାନ୍ତ ହୋଇ କାର୍ୟ୍ୟ ହାସଲ କରିବେ । ପତ୍ନୀଙ୍କ ସହିତ ମତ ପାର୍ଥକ୍ୟ ଦେଖାଦେଇ ପାରେ । ଶାରୀରିକ ଚିନ୍ତା ଦୂର ହେବ । ନିଯୁକ୍ତି କ୍ଷେତ୍ରରେ ସଫଳତା ହାସଲ କରିପାରିବେ
ପୂ, ଷାଢା- ଅନେକ ସୁଯୋଗ ହାତ ପାହାନ୍ତାରେ ପାଇବା ଫଳରେ ମନରେ ଉତ୍ସାହ ରହିବ । ଜାଗା, ଜମି, ବାହନ ଆଦି କ୍ରୟ କରିବେ । ଉଚ୍ଚ ଶିକ୍ଷା ପ୍ରାପ୍ତ ହେବାର ସମ୍ବାବନା ରହିଛି ।
ଉ, ଷାଢା- ଶିକ୍ଷା ଦୃଷ୍ଟିରୁ ପିଲା ମାନଙ୍କୁ ବହୁତ ଭଲ ଫଳ ମିଳିବ । ମହିଳା ମାନଙ୍କର ଭାଗ୍ୟ ଉଦ୍ୟୟ ହୋଇପାରେ । ପ୍ରଶାସନିକ ଆଲୋଚନା କ୍ଷେତ୍ରରେ ଅପରାହ୍ନ ସମୟ ଟେନସନ୍ କିଛି ମାତ୍ରରେ କମିଯିବ
ପ୍ରତିକାର – ଓଁ ହ୍ରୀଂ ସ୍ରୀଂ ହୁଁ ଫଟ ମନ୍ତ୍ରକୁ ପାଠ କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩