• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th March 2025; ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ଅଯଥା ଖର୍ଚ୍ଚରୁ ନିଜକୁ ରୋକିବାକୁ ହେବ ନଚେତ ଆବଶ୍ୟକତା ସମୟରେ ଆପଣଙ୍କ ପାଖରେ ପଇସାର ଅଭାବ ଦେଖାଯାଇପାରେ । ଆଇନ ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂର ହେବ । କୌଣସି ଲୋକଙ୍କୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିବେ ।

Aquarius

କୁମ୍ଭ

Tuesday 18 Mar 2025

ବାଣିଜ୍ୟ, ବ୍ୟବସାୟରୁ ଭଲ ଲାଭ ପାଇବେ ।ଶିକ୍ଷା କ୍ଷେତ୍ରରେ ଛାତ୍ରଛାତ୍ରୀ କମ୍ ପରିଶ୍ରମରେ ଅଧିକ ଫଳ ପାଇବେ । ଦୂର ଯାତ୍ରାକୁ ଭ୍ରମଣ କରିପାରନ୍ତି । ପାରିବାରିକ ସମସ୍ୟାକୁ ସମାଧାନ କରିବା ପାଇଁ ଚେଷ୍ଟିତ ହେବେ । ପୁରାତନ ରୋଗର ପୀଡ଼ା ଅନୁଭବ ହେବ । ରାଜନୀତି କ୍ଷେତ୍ରରେ ଉଚ୍ଚ ପଦବୀ ହାସଲ କରିବେ ।

ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :

VASTU TIPS

ଅଯଥା ଖର୍ଚ୍ଚରୁ ନିଜକୁ ରୋକିବାକୁ ହେବ ନଚେତ ଆବଶ୍ୟକତା ସମୟରେ ଆପଣଙ୍କ ପାଖରେ ପଇସାର ଅଭାବ ଦେଖାଯାଇପାରେ । ଆଇନ ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂର ହେବ । କୌଣସି ଲୋକଙ୍କୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିବେ ।