ଅଯଥା ଖର୍ଚ୍ଚରୁ ନିଜକୁ ରୋକିବାକୁ ହେବ ନଚେତ ଆବଶ୍ୟକତା ସମୟରେ ଆପଣଙ୍କ ପାଖରେ ପଇସାର ଅଭାବ ଦେଖାଯାଇପାରେ । ଆଇନ ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂର ହେବ । କୌଣସି ଲୋକଙ୍କୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିବେ ।
ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ । ଅଫିସରେ ସହକର୍ମୀ ଆପଣଙ୍କୁ ସମ୍ମାନ କରିବେ । ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ । ଗୃହବାହନ ସମ୍ବନ୍ଧୀୟ ସମସ୍ୟା ସମାଧାନ ହୋଇଯିବ । ମନକୁ ଆଘାତ ଲାଗିଲା ପରି କଥା ଶୁଣିବାକୁ ପାଇପାରନ୍ତି ।
ପ୍ରତିକାର - ଶ୍ରୀ ବିଷ୍ଣୁଙ୍କ ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩
ଅଯଥା ଖର୍ଚ୍ଚରୁ ନିଜକୁ ରୋକିବାକୁ ହେବ ନଚେତ ଆବଶ୍ୟକତା ସମୟରେ ଆପଣଙ୍କ ପାଖରେ ପଇସାର ଅଭାବ ଦେଖାଯାଇପାରେ । ଆଇନ ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂର ହେବ । କୌଣସି ଲୋକଙ୍କୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିବେ ।