ଅଯଥା ଖର୍ଚ୍ଚରୁ ନିଜକୁ ରୋକିବାକୁ ହେବ ନଚେତ ଆବଶ୍ୟକତା ସମୟରେ ଆପଣଙ୍କ ପାଖରେ ପଇସାର ଅଭାବ ଦେଖାଯାଇପାରେ । ଆଇନ ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂର ହେବ । କୌଣସି ଲୋକଙ୍କୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିବେ ।