ଅଯଥା ଖର୍ଚ୍ଚରୁ ନିଜକୁ ରୋକିବାକୁ ହେବ ନଚେତ ଆବଶ୍ୟକତା ସମୟରେ ଆପଣଙ୍କ ପାଖରେ ପଇସାର ଅଭାବ ଦେଖାଯାଇପାରେ । ଆଇନ ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂର ହେବ । କୌଣସି ଲୋକଙ୍କୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିବେ ।
ପରିବାରରେ ନୂଆ ଦାୟିତ୍ୱ ଗ୍ରହଣ କରିବେ । ବୁଝି ବିଚାରି ସମସ୍ୟାର ସମାଧାନ କରିବେ । ସମାଜ ସେବାରେ ମନ ବଳାଇବେ । ସଙ୍ଗୀତରେ ରୁଚି ରଖିଥିବା ଲୋକଙ୍କୁ ଭଲ ଗୁରୁ ମିଳିବେ । ଚାକିରିଆ ଅଫିସ୍ କାମରେ ଦୂର ଜାଗାକୁ ଯାତ୍ରା କରିବେ ।
ପ୍ରତିକାର- ବାପାମାଆଙ୍କ ସେବା କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୨
ଅଯଥା ଖର୍ଚ୍ଚରୁ ନିଜକୁ ରୋକିବାକୁ ହେବ ନଚେତ ଆବଶ୍ୟକତା ସମୟରେ ଆପଣଙ୍କ ପାଖରେ ପଇସାର ଅଭାବ ଦେଖାଯାଇପାରେ । ଆଇନ ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂର ହେବ । କୌଣସି ଲୋକଙ୍କୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିବେ ।