• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th March 2025; ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ଅଯଥା ଖର୍ଚ୍ଚରୁ ନିଜକୁ ରୋକିବାକୁ ହେବ ନଚେତ ଆବଶ୍ୟକତା ସମୟରେ ଆପଣଙ୍କ ପାଖରେ ପଇସାର ଅଭାବ ଦେଖାଯାଇପାରେ । ଆଇନ ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂର ହେବ । କୌଣସି ଲୋକଙ୍କୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିବେ ।

Leo

ସିଂହ

Tuesday 18 Mar 2025

କର୍ମକ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବ୍ୟବସାୟୀମାନେ ଆବଶ୍ୟକତାଠାରୁ ଅଧକ ଆଦାନ ପ୍ରଦାନ କରିବେ । ପାରିବାରିକ ସମସ୍ୟା କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବେ । ପିଲାମାନେ ସବୁକ୍ଷେତ୍ରରେ ସଫଳତା ହାସଲ କରିବେ ।

ପ୍ରତିକାର – ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ ଥୋଇ ପ୍ରଣାମ କରନ୍ତୁ
 

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :

VASTU TIPS

ଅଯଥା ଖର୍ଚ୍ଚରୁ ନିଜକୁ ରୋକିବାକୁ ହେବ ନଚେତ ଆବଶ୍ୟକତା ସମୟରେ ଆପଣଙ୍କ ପାଖରେ ପଇସାର ଅଭାବ ଦେଖାଯାଇପାରେ । ଆଇନ ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂର ହେବ । କୌଣସି ଲୋକଙ୍କୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିବେ ।