• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th March 2025; ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ଅଯଥା ଖର୍ଚ୍ଚରୁ ନିଜକୁ ରୋକିବାକୁ ହେବ ନଚେତ ଆବଶ୍ୟକତା ସମୟରେ ଆପଣଙ୍କ ପାଖରେ ପଇସାର ଅଭାବ ଦେଖାଯାଇପାରେ । ଆଇନ ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂର ହେବ । କୌଣସି ଲୋକଙ୍କୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିବେ ।

Virgo

କନ୍ୟା

Tuesday 18 Mar 2025

କର୍ମ କ୍ଷେତ୍ରରେ  ଶତ୍ରୁତା ବୃଦ୍ଧି  ହୋଇପାରେ । ପ୍ରିୟ ବନ୍ଧୁଙ୍କ ସହିତ ଗପସପରେ ସମୟ ବିତାଇବେ । ଭାବନା ଉପରେ ନିୟନ୍ତ୍ରଣ ରଖିବାର ଶିକ୍ଷା ଲାଭ କରିବେ । ଚାକିରି କ୍ଷେତ୍ରରେ ପ୍ରିୟପାତ୍ର ହୋଇପାରନ୍ତି । କୌଣସି ଦୂର ସ୍ଥାନକୁ ତୀର୍ଥ ଯାତ୍ରାର ସୁଯୋଗ ପାଇବେ ।  ଆପଣଙ୍କ ଆୟ ପୂର୍ବ ପରି ରହିବ । ସମାଜରେ ମାନ ସମ୍ମାନ ପାଇପାରନ୍ତି ।

ପ୍ରତିକାର - ପ୍ରଭୁ ନାରାୟଣଙ୍କ ଫଟୋକୁ ପୂଜା କରନ୍ତୁ   

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :

VASTU TIPS

ଅଯଥା ଖର୍ଚ୍ଚରୁ ନିଜକୁ ରୋକିବାକୁ ହେବ ନଚେତ ଆବଶ୍ୟକତା ସମୟରେ ଆପଣଙ୍କ ପାଖରେ ପଇସାର ଅଭାବ ଦେଖାଯାଇପାରେ । ଆଇନ ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂର ହେବ । କୌଣସି ଲୋକଙ୍କୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିବେ ।