ଅଯଥା ଖର୍ଚ୍ଚରୁ ନିଜକୁ ରୋକିବାକୁ ହେବ ନଚେତ ଆବଶ୍ୟକତା ସମୟରେ ଆପଣଙ୍କ ପାଖରେ ପଇସାର ଅଭାବ ଦେଖାଯାଇପାରେ । ଆଇନ ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂର ହେବ । କୌଣସି ଲୋକଙ୍କୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିବେ ।
ବାପାମାଆଙ୍କ ପରାମର୍ଶ ଆପଣଙ୍କ ଲାଗି ଫଳପ୍ରଦ ସାବ୍ୟସ୍ତ ହେବ । ସାଙ୍ଗସାଥିମାନଙ୍କ ପାଇଁ ଅଧିକ ଖର୍ଚ୍ଚ କରିପାରନ୍ତି । ଆପଣ ଅଜ୍ଞାତ ବିପଦର ସମ୍ମୁଖିନ ହୋଇପାରନ୍ତି । କର୍ମ ତତ୍ପରତା ହେତୁ ଆଗେଇ ଚାଲିବେ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିବେ ।
ପ୍ରତିକାର – ମା ବଗଳାମୁଖୀଙ୍କ ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯
ଅଯଥା ଖର୍ଚ୍ଚରୁ ନିଜକୁ ରୋକିବାକୁ ହେବ ନଚେତ ଆବଶ୍ୟକତା ସମୟରେ ଆପଣଙ୍କ ପାଖରେ ପଇସାର ଅଭାବ ଦେଖାଯାଇପାରେ । ଆଇନ ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂର ହେବ । କୌଣସି ଲୋକଙ୍କୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିବେ ।