• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th March 2025; ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ଅଯଥା ଖର୍ଚ୍ଚରୁ ନିଜକୁ ରୋକିବାକୁ ହେବ ନଚେତ ଆବଶ୍ୟକତା ସମୟରେ ଆପଣଙ୍କ ପାଖରେ ପଇସାର ଅଭାବ ଦେଖାଯାଇପାରେ । ଆଇନ ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂର ହେବ । କୌଣସି ଲୋକଙ୍କୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିବେ ।

Sagittarius

ଧନୁ

Tuesday 18 Mar 2025

ଶିକ୍ଷାରେ ପ୍ରଗତି ହେବାର ସମ୍ଭାବନା ଅଛି । ଯେକୈାଣସି କାମରେ ଯଥେଷ୍ଟ ଲାଭବାନ୍ ହେବ । ବ୍ୟବସାୟ କ୍ଷେତ୍ରରେ ସତର୍କତା ଅବଲମ୍ବନ କରନ୍ତୁ ନଚେତ୍ ଠକାମିରେ ପଡିବେ । ନୂତନ ଘର ତିଆରି କରିପାରନ୍ତି । ମହିଳାମାନେ ପୂଜା ପାଠରେ ମନୋନିବେଶ କରିପାରନ୍ତି ।  

ପ୍ରତିକାର – ହଳଦିଆ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ
 

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :

VASTU TIPS

ଅଯଥା ଖର୍ଚ୍ଚରୁ ନିଜକୁ ରୋକିବାକୁ ହେବ ନଚେତ ଆବଶ୍ୟକତା ସମୟରେ ଆପଣଙ୍କ ପାଖରେ ପଇସାର ଅଭାବ ଦେଖାଯାଇପାରେ । ଆଇନ ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂର ହେବ । କୌଣସି ଲୋକଙ୍କୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିବେ ।