ଅଯଥା ଖର୍ଚ୍ଚରୁ ନିଜକୁ ରୋକିବାକୁ ହେବ ନଚେତ ଆବଶ୍ୟକତା ସମୟରେ ଆପଣଙ୍କ ପାଖରେ ପଇସାର ଅଭାବ ଦେଖାଯାଇପାରେ । ଆଇନ ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂର ହେବ । କୌଣସି ଲୋକଙ୍କୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିବେ ।
କାରବାରରେ ସଫଳତା ପାଇବେ । ଲେଖାପଢା ପ୍ରତି ଆଗ୍ରହ ରୁଚି ବଢିବ । ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ମହିଳାମାନେ ସରକାରୀ ଚାକିରିର ସୁଯୋଗ ପାଇବେ । ଅର୍ଜିତ ଧନ ଓ ମାନ ହାନି ଘଟିପାରେ । ଦୈବୀ ଆଶୀର୍ବାଦରୁ ସମସ୍ୟାଗୁଡିକ ସେତେ ଗୁରୁତ୍ୱର ହେବ ନାହିଁ । ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି ।
ପ୍ରତିକାର- ଧଳା ରଙ୍ଗର ଗାଈକୁ ରୁଟି ଖାଇବାକୁ ଦିଅନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮
ଅଯଥା ଖର୍ଚ୍ଚରୁ ନିଜକୁ ରୋକିବାକୁ ହେବ ନଚେତ ଆବଶ୍ୟକତା ସମୟରେ ଆପଣଙ୍କ ପାଖରେ ପଇସାର ଅଭାବ ଦେଖାଯାଇପାରେ । ଆଇନ ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂର ହେବ । କୌଣସି ଲୋକଙ୍କୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିବେ ।