• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th May 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ମୂଲ୍ୟବାନ୍ ଜିନିଷ ଚୋରି ହୋଇପାରେ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ଗୁରୁବାର । ଚନ୍ଦ୍ର – ମେଷ ଅହୋରାତ୍ର ,ତିଥି – ୧୪ଶୀ ରାତ୍ରି ୦୯.୪୩ ଗତେ ଅମାବାସ୍ୟା,ଘାତ ଚନ୍ଦ୍ର – ମେଷ ଅହୋରାତ୍ର,ଘାତ ବାର – ତୁଳା ଓ କୁମ୍ଭ,ପୁଷ୍କର ଦୋଷ – ନାସ୍ତି

Aries

ମେଷ

Thursday 18 May 2023

ଅଶ୍ୱନୀ- ନୂଆ ନୂଆ ଲୋକଙ୍କ ସହ ସମ୍ପର୍କ ସ୍ଥାପନ କରିବେ । ବିଦେଶରେ କାମ କରୁଥିବା ଲୋକମାନେ ପଦୋନ୍ନତି ପାଇ ପାରିବେ । ପରିବାରରେ ହସ ଖୁସିର ପରିବେଶ ରହିବ । କାର‌୍ୟ୍ୟକ୍ଷେତ୍ରରେ ଆମଦାନି ବୃଦ୍ଧିର ସୁଯୋଗ ପାଇବେ

ଦ୍ୱିଜା- କ୍ୟାରିୟରରେ ଭଲ ଫଳାଫଳ ପାଇବେ । ବ୍ୟବସାୟରେ ଉନ୍ନତି ସହିତ ଅନେକ ସୁବିଧା ସୁଯୋଗ ପ୍ରାପ୍ତି ହେବ । ଘର କାମରେ ବ୍ୟସ୍ତ ଯୋଗୁଁ , ଅଫିସ ଯିବାରେ ବିଳମ୍ବ ହୋଇପାରେ

କୃତିକା- ଟଙ୍କା କାରବାରକୁ ନେଇ ଅନେକ ସୁବିଧା ପାଇବେ । ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢିପାରିବେ । ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ । ଜମିବାଡିର ସବୁ କାଗଜ ଦାୟିତ୍ୱରେ ରଖନ୍ତୁ

ପ୍ରତିକାର - ନୃସିଂହ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :