• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th May 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ମୂଲ୍ୟବାନ୍ ଜିନିଷ ଚୋରି ହୋଇପାରେ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ଗୁରୁବାର । ଚନ୍ଦ୍ର – ମେଷ ଅହୋରାତ୍ର ,ତିଥି – ୧୪ଶୀ ରାତ୍ରି ୦୯.୪୩ ଗତେ ଅମାବାସ୍ୟା,ଘାତ ଚନ୍ଦ୍ର – ମେଷ ଅହୋରାତ୍ର,ଘାତ ବାର – ତୁଳା ଓ କୁମ୍ଭ,ପୁଷ୍କର ଦୋଷ – ନାସ୍ତି

Taurus

ବୃଷ

Thursday 18 May 2023

କୃତିକା- ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯୟ ସହଯୋଗ କରିବେ । ବ୍ୟବସାୟରେ ସଫଳତା ପାଇବା ପାଇଁ ସାମାନ୍ୟ ପରିଶ୍ରମ କରିବାକୁ ପଡିବ

ରୋହିଣୀ- ପତୀପତ୍ନୀଙ୍କ ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ । ସାମାଜିକ କ୍ଷେତ୍ରରେ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ଶିକ୍ଷା କ୍ଷେତ୍ରରେ ଅଶୁଭ ପ୍ରଭାବ ପଡିବ

ମୃଗଶିରା- ଅଜଣା ବ୍ୟକ୍ତିଙ୍କ ଉପରେ ଭରସା କରନ୍ତୁ ନାହିଁ । ଛୋଟ ଛୋଟ ସମସ୍ୟାର ଅଣ ଦେଖା ନକରିବା ଭଲ ହେବ । ରାଜନୈତିକ କ୍ଷେତ୍ରରେ ଯଶଲାଭ ହେବ । ନିଜର କର୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରିପାରିବେ

ପ୍ରତିକାର – ଶୁକ୍ରଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :