• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th May 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ମୂଲ୍ୟବାନ୍ ଜିନିଷ ଚୋରି ହୋଇପାରେ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ଗୁରୁବାର । ଚନ୍ଦ୍ର – ମେଷ ଅହୋରାତ୍ର ,ତିଥି – ୧୪ଶୀ ରାତ୍ରି ୦୯.୪୩ ଗତେ ଅମାବାସ୍ୟା,ଘାତ ଚନ୍ଦ୍ର – ମେଷ ଅହୋରାତ୍ର,ଘାତ ବାର – ତୁଳା ଓ କୁମ୍ଭ,ପୁଷ୍କର ଦୋଷ – ନାସ୍ତି

Aquarius

କୁମ୍ଭ

Thursday 18 May 2023

ଧନିଷ୍ଠା- ସ୍ୱାସ୍ଥ୍ୟ ଜନିତ ସମସ୍ୟା ଓ ଅଯଥା ବ୍ୟୟ ହେବ । ବ୍ୟବସାୟରେ ସର୍ତକତା ଅବଲମ୍ବନ କରିଲେ ଲାଭବାନ୍ ହେବେ । କର୍ମକ୍ଷେତ୍ରରେ ଗୁରୁଦାୟିତ୍ୱ ବହନ କରି ବ୍ୟସ୍ତ ବିବ୍ରତ ହୋଇ ପଡିବେ । ଚାକିରି କ୍ଷେତ୍ରରେ କୁଚକ୍ରାନ୍ତ ବଶବର୍ତୀ ହୋଇ କ୍ଷୋଭ କରିବେ

ଶତଭିଷା- ସାମ୍ବାଦିକ କ୍ଷେତ୍ରରେ କାର‌୍ୟ୍ୟରତ ବ୍ୟକ୍ତି ମାନଙ୍କ ପାଇଁ ଭଲ ସମୟ ଆସିପାରେ । ବିଦ୍ୟାର୍ଥୀ ମାନେ ପ୍ରତିଯୋଗିତା ମୂଳକ ପରିକ୍ଷାରେ ସଫଳ ହେବେ । ସଞ୍ଚୟ ଅଧିକ କରି ଖର୍ଚ୍ଚ କମ୍ କରନ୍ତୁ ନଚେତ୍ ହଇରାଣ ହୋଇପାରନ୍ତି

ପୂ, ଭାଦ୍ରପଦ- ମାଲିମକଦ୍ଦମାର ସମାଧାନ ହେବାର ସମ୍ଭାବନା ସୃଷ୍ଟି ହୋଇପାରେ । ରାଜନୈତିକ କ୍ଷେତ୍ରରେ ସମ୍ମାନ ଓ ସହଯୋଗ ମିଳିବ । ଅପ୍ରତ୍ୟାଶିତ ସଂମ୍ପତି ମିଳିବାର ସୂଚନା ଅଛି

ପ୍ରତିକାର – ଦକ୍ଷିଣ କାଳୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :