• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th May 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ମୂଲ୍ୟବାନ୍ ଜିନିଷ ଚୋରି ହୋଇପାରେ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ଗୁରୁବାର । ଚନ୍ଦ୍ର – ମେଷ ଅହୋରାତ୍ର ,ତିଥି – ୧୪ଶୀ ରାତ୍ରି ୦୯.୪୩ ଗତେ ଅମାବାସ୍ୟା,ଘାତ ଚନ୍ଦ୍ର – ମେଷ ଅହୋରାତ୍ର,ଘାତ ବାର – ତୁଳା ଓ କୁମ୍ଭ,ପୁଷ୍କର ଦୋଷ – ନାସ୍ତି

Cancer

କର୍କଟ

Thursday 18 May 2023

ପୁନର୍ବସୁ- ସ୍ୱାସ୍ଥ୍ୟରେ ସୁଧାର ଆସିବ । ପରିବାରରେ ଖର୍ଚ୍ଚର ପରିମାଣ ବୃଦ୍ଧି ପାଉଥିବାରୁ ମନରେ ସରସ୍ୱତା ରହିବ ନାହିଁ । ଅବଶ୍ୟ ନିଜର କାର୍ଯ୍ୟଦକ୍ଷତା ହେତୁ ବନ୍ଧୁ ମାନଙ୍କ ଗହଣରେ ପ୍ରଂଶସିତ ହେବେ

ପୁଷ୍ୟା- ରାଜନିତିରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି । ବ୍ୟବସାୟ , ପରିବହନ କ୍ଷେତ୍ରରେ ଦ୍ୱନ୍ଦ ଦୂର ହେବ । ଶିକ୍ଷାର୍ଥୀ ମାନଙ୍କୁ ଟିକେ କଷ୍ଟ କରିବା ପାଇଁ ପଡିପାରେ । କୈାଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇ ପାରନ୍ତି

ଅଶ୍ଳେଷା- ପିତାମାତାଙ୍କ ଓ ସହଯୋଗ ପାଇବେ । କୋର୍ଟର ଶୁଣାଳୀରେ ମନ ଆନନ୍ଦିତ ରହିବ । ଆତ୍ମିୟଙ୍କ ସହଯୋଗରେ ସନ୍ତାନଙ୍କ ବିବାହ କାର୍ଯ୍ୟ ସଂପୂର୍ଣ୍ଣ ହେବ । ଚାକିରିରେ ପ୍ରାଧ୍ୟନ ମିଳିବ ଓ ପ୍ରଶଂସିତ ହେବେ

ପ୍ରତିକାର – ଶ୍ରୀ ଗଣେଷଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :