• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th May 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ମୂଲ୍ୟବାନ୍ ଜିନିଷ ଚୋରି ହୋଇପାରେ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ଗୁରୁବାର । ଚନ୍ଦ୍ର – ମେଷ ଅହୋରାତ୍ର ,ତିଥି – ୧୪ଶୀ ରାତ୍ରି ୦୯.୪୩ ଗତେ ଅମାବାସ୍ୟା,ଘାତ ଚନ୍ଦ୍ର – ମେଷ ଅହୋରାତ୍ର,ଘାତ ବାର – ତୁଳା ଓ କୁମ୍ଭ,ପୁଷ୍କର ଦୋଷ – ନାସ୍ତି

Leo

ସିଂହ

Thursday 18 May 2023

ମଘା- ସ୍ୱାର୍ଥ ପ୍ରବୃତିର ଶୀକାର ହୋଇ ବନ୍ଧୁ ମିତ୍ରଙ୍କ ସହ ହସ ଖୁସିର ବାତାବରଣ ସୃଷ୍ଟି ହେବ । ଜୀବନରେ ନୂଆଲକ୍ଷ ନିର୍ଦ୍ଧାରିତ କରିବା ପାଇଁ ମନ ଲଗାଇ କାର୍ଯ୍ୟ କରିବେ । ପ୍ରେମିକା ସହିତ ବାହାରକୁ ବୁଲି ଯାଇ ପାରନ୍ତି

ପୂ- ଫାଲ୍‌ଗୁନୀ- ବ୍ୟବସାୟରେ ଦୂରସ୍ଥାନକୁ ଯାତ୍ରା କରିବା ଦ୍ୱାରା ବହୁତ ଲାଭ ମିଳିବ ଓ ଧନ ପ୍ରାପ୍ତି ହେବ । ର।ଜନୈତିକ କ୍ଷେତ୍ରରେ ବାଦବିବାଦ ଠାରୁ ଦୂରେଇ ରହିବେ । ସରକାରି ସହୟତା ପାଇବେ ବା ଉଚ୍ଚପଦସ୍ଥ ଅଧିକାରୀଙ୍କ ଅନୁକମ୍ପା ହାସଲ କରିବେ

ଉ- ଫାଲ୍‌ଗୁନୀ- ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବା ସହ ମନ ଖୁସି ରହିବ । ମାଲିମକନ୍ଦମାରେ ଆପଷ ସମାଧାନର ରାସ୍ତା ଖୋଲିଯିବ । ମହିଳା ମାନେ ଜିନିଷ କିଣିବାକୁ ସହରକୁ ଯାଇ ପାରନ୍ତି । ମୂଲ୍ୟବାନ୍ ଜିନିଷ ଚୋରି ହୋଇପାରେ

ପ୍ରତିକାର – ବାହାରକୁ ଯିବା ସମୟରେ ଟିକେ ଦହି ଖାଇ ବାହାରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :