• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th May 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ମୂଲ୍ୟବାନ୍ ଜିନିଷ ଚୋରି ହୋଇପାରେ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ଗୁରୁବାର । ଚନ୍ଦ୍ର – ମେଷ ଅହୋରାତ୍ର ,ତିଥି – ୧୪ଶୀ ରାତ୍ରି ୦୯.୪୩ ଗତେ ଅମାବାସ୍ୟା,ଘାତ ଚନ୍ଦ୍ର – ମେଷ ଅହୋରାତ୍ର,ଘାତ ବାର – ତୁଳା ଓ କୁମ୍ଭ,ପୁଷ୍କର ଦୋଷ – ନାସ୍ତି

Virgo

କନ୍ୟା

Thursday 18 May 2023

ଉ- ଫାଲ୍‌ଗୁନୀ- ବନ୍ଧୁଙ୍କଠାରୁ ଗୁରୁତ୍ୱପୂର୍ଣ୍ଣ ଖବରଟିଏ ପାଇ ଖୁସି ଅନୁଭବ କରିପାରନ୍ତି । ଆର୍ଥିକ ସ୍ଥିତି ପୂର୍ବପରି ରହିବ ଏବଂ ଅଭାବ ବୋଧ ବିଶେଷ ବାଧିବ ନାହିଁ । ପ୍ରତ୍ୟେକ କ୍ଷେତ୍ରରେ ଘଟଣା ଗୁଡିକ ଅସ୍ୱାଭାବିକ ଭାବେ ଚିନ୍ତା କରିବେ

ହସ୍ତା- କର୍ମକ୍ଷେତ୍ରରେ କର୍ମଚାରୀ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ । ରାଜନୀତିରେ ମନର ବଳ ଖୁବ୍ ଟାଣ ରହିବ । ବ୍ୟବସାୟୀ ମାନେ ଉନ୍ନତି ଦିଗରେ ଗତି କରିବେ । ଅପୂରଣୀୟ ଅଭିଳାଷ ନେଇ ଦୁଃଖ ଅନୁଭବ କରିବେ

ଚିତ୍ରା- ଆପଣଙ୍କର ବହୁତ କାମ ଅଧୁରା ରହିପାରେ । ପୈତୃକ ସମ୍ପତିକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେଇପାରେ । ଗୁରୁତ୍ୱ ପୂର୍ଣ୍ଣ ନିଷ୍ପତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ

ପ୍ରତିକାର - ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :