• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th May 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ମୂଲ୍ୟବାନ୍ ଜିନିଷ ଚୋରି ହୋଇପାରେ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ଗୁରୁବାର । ଚନ୍ଦ୍ର – ମେଷ ଅହୋରାତ୍ର ,ତିଥି – ୧୪ଶୀ ରାତ୍ରି ୦୯.୪୩ ଗତେ ଅମାବାସ୍ୟା,ଘାତ ଚନ୍ଦ୍ର – ମେଷ ଅହୋରାତ୍ର,ଘାତ ବାର – ତୁଳା ଓ କୁମ୍ଭ,ପୁଷ୍କର ଦୋଷ – ନାସ୍ତି

Libra

ତୁଳା

Thursday 18 May 2023

ଚିତ୍ରା- ପ୍ରତିଟି କାମ ମନ ଦେଇ କରିଲେ ସଫଳତା ପାଇବେ । ଜୀବନ ସାଥିଙ୍କ ବିଚାର ବୁଝିବାକୁ ଚେଷ୍ଟା କରିବେ । ସେବାସମ୍ବନ୍ଧ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣ କରିବେ । କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ

ସ୍ୱାତୀ- ବ୍ୟବସାୟରେ ନୂଆ କିଛି କରିବାକୁ ଆଗ୍ରହୀ ଥିଲେ ମଧ୍ୟ ବରିଷ୍ଠଙ୍କ ପରାମର୍ଶ ନିଅନ୍ତୁ । ଚାକିରିଆ ବ୍ୟକ୍ତି ନିଜର ବାଣୀ ଉପରେ ଧ୍ୟାନ ଦିଅନ୍ତୁ ।ଶିଳ୍ପ କ୍ଷେତ୍ରରେ ଉତ୍ପାଦନ ସୀମିତ ରହିବ । ସମାଜ ସେବାରେ ମନ ବଳାଇବେ

ବିଶାଖା- ମହିଳା ମାନେ ଆଧାର୍ମିକ ଦିଗରେ ମନ ଦେବେ । ସଙ୍ଗୀତ କ୍ଷେତ୍ରରେ ଥିବା ଲୋକଙ୍କୁ ଭଲ ସୁଯୋଗ ମିଳିବ । ନୂତନ ଯାନବାହନ କ୍ରୟ କରିବାରେ ଆଗ୍ରହି ହେବେ । ଭୂମି ଲାଭର ସୂଚନା ମିଳିବ

ପ୍ରତିକାର – ଭାର୍ଗବିଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :