• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th May 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ମୂଲ୍ୟବାନ୍ ଜିନିଷ ଚୋରି ହୋଇପାରେ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ଗୁରୁବାର । ଚନ୍ଦ୍ର – ମେଷ ଅହୋରାତ୍ର ,ତିଥି – ୧୪ଶୀ ରାତ୍ରି ୦୯.୪୩ ଗତେ ଅମାବାସ୍ୟା,ଘାତ ଚନ୍ଦ୍ର – ମେଷ ଅହୋରାତ୍ର,ଘାତ ବାର – ତୁଳା ଓ କୁମ୍ଭ,ପୁଷ୍କର ଦୋଷ – ନାସ୍ତି

Scorpio

ବିଛା

Thursday 18 May 2023

ବିଶାଖା- ସୁସ୍ଥ ଅନୁଭବ କରିବେ । ପରିବାରରେ ହସଖୁ୍ସିର ବାତାବରଣ ଖେଳିଯିବ । ଆଜି ଯେଉଁ କାମ ଆରମ୍ଭ କରିବେ ସେଥିରେ ସଫଳତା ମିଳିବ । ଆୟ ବଢିବା ସହିତ ଚାକିରିରେ ପଦେନ୍ନତି ହେବ । କଳାକ୍ଷେତ୍ରରେ ଥିବା ଲୋକ କିଛି ନୂଆ କରିବେ

ଅନୁରାଧା- ବଡ କଂପାନିରୁ ଚାକିରି ପାଇଁ ଡାକରା ଆସିବ । ସାମାଜିକ କାର‌୍ୟ୍ୟରେ ଭାଗନେଇ ଗଠନ ମୂଳକ କାର‌୍ୟ୍ୟପାଇଁ ପ୍ରସ୍ତୁତି ଆରମ୍ଭ କରିବେ । ଲୋକ ମାନେ ଆପଣଙ୍କ ଜ୍ଞାନ ଦ୍ୱାରା ପ୍ରଭାବିତ ହେବେ । ସାମାଜିକ ପ୍ରତିଷ୍ଠା ସହିତ ସୁଖ ସୈଭାଗ୍ୟ ପ୍ରଦାନ କରିବ

ଜ୍ୟୋଷ୍ଠା- ଅଦାଲତରେ ଜୟଯୁକ୍ତ ହେବେ । ରାଜନେତା ନୂଆ କାର‌୍ୟ୍ୟ ଭାର ଗ୍ରହଣ କରିବେ । ସମ୍ପତି ବଢାଇବାର ଯୋଜନା ସଫଳ ହେବ । ସାମ୍ବାଦିକତା ତଥା ଦୂର ବ୍ୟବସାୟର ସମ୍ପ୍ରସାରଣ ଘଟିବ

ପ୍ରତିକାର – ନୃସିଂହଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :