• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th May 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଜମି କ୍ରୟ କରିବାର ଯୋଗ ରହିଛି

ସୌର ବୃଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୧୮ ତାରିଖ ଶନିବାର। ଚନ୍ଦ୍ର- କନ୍ୟା ଅହୋରାତ୍ର। ତିଥି- ୧୦ମୀ ଦିବା ୧୧.୨୩ ଗତେ ୧୧ଶୀ । ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର। ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର। ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି –ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୧୨.୨୨ ଗତେ ୧ ପାଦ-କୃଷିହାନି-ଭୂମିଦାନ।

Taurus

ବୃଷ

Saturday 18 May 2024

କୃତିକା-ନିଜ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ବ୍ୟବସାୟୀ କୌଣସି ନୂଆ ବ୍ୟବସାୟ ଆରମ୍ଭ କରିବା ପାଇଁ ଚିନ୍ତା କରିପାରନ୍ତି । ପ୍ରେମୀଯୁଗଳ ପରସ୍ପର ସହିତ ଅଧିକ ସମୟ ବିତାଇବାକୁ ଚେଷ୍ଟା କରିବେ ।

ରୋହିଣୀ- ଆଲୋଚନା କ୍ଷେତ୍ରରେ ସଂଯମତା ଅବଲମ୍ବନ କରନ୍ତୁ । ବ୍ୟବୟାୟକୁ ବିସ୍ତାର କରିବା ପାଇଁ ଯୋଜନା କରିପାରନ୍ତି । ଛାତ୍ରଛାତ୍ରୀଙ୍କୁ ଅଧିକ ପରିଶ୍ରମ କରିବା ପାଇଁ ପଡିବ ।

ମୃଗଶିରା- ମାଲିମୋକଦ୍ଦମାର ସ୍ଥିତି ଅନୁକୂଳ ରହିବ । ସାହିତ୍ୟ , କଳା କ୍ଷେତ୍ରରେ ଆଶାନୁରୂପ ଫଳ ପାଇପାରିବେ । ଆଇନ ଅଦାଲତ କ୍ଷେତ୍ରରେ ଶୁଭଫଳ ପାଇପାରନ୍ତି।

ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :