• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th May 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଜମି କ୍ରୟ କରିବାର ଯୋଗ ରହିଛି

ସୌର ବୃଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୧୮ ତାରିଖ ଶନିବାର। ଚନ୍ଦ୍ର- କନ୍ୟା ଅହୋରାତ୍ର। ତିଥି- ୧୦ମୀ ଦିବା ୧୧.୨୩ ଗତେ ୧୧ଶୀ । ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର। ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର। ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି –ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୧୨.୨୨ ଗତେ ୧ ପାଦ-କୃଷିହାନି-ଭୂମିଦାନ।

Aquarius

କୁମ୍ଭ

Saturday 18 May 2024

ଧନିଷ୍ଠା- ଗୁରୁଜନମାନଙ୍କ ସ୍ୱାସ୍ଥ୍ୟ ଚିନ୍ତା ଜନକ ପରିସ୍ଥିତି ସୃଷ୍ଟି କରିପାରେ । ପ୍ରେମିକପ୍ରେମିକାମାନେ ମନ ଭିତରେ ଥିବା ସନ୍ଦେହକୁ ଦୂରେଇ ଦେଇ ନିକଟତର ହେବେ । ଅନାବଶ୍ୟକ ଖର୍ଚ୍ଚ ଆପଣଙ୍କ ଆର୍ଥିକ ସ୍ଥିତିକୁ ନଷ୍ଟ କରିପାରେ ।

ଶତଭିଷା- ଅଫିସ୍‌ରେ ଚିନ୍ତା କମିଯିବ ଏବଂ ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ। ପିଲାମାନଙ୍କ ଶୃଙ୍ଖଳା ଓ ଶିକ୍ଷା ବିଷୟ ନେଇ ଚିନ୍ତା ପ୍ରକଟ କରିବେ । ରାଜନୀତିରେ ସହାନୁଭୂତି ମିଳିବ ।

ପୂ,ଭାଦ୍ରପଦ- ଋଣଗ୍ରସ୍ତ ହୋଇ ନୂତନ ଗୃହ ନିର୍ମାଣ କରି ପାରନ୍ତି । ମହିଳାମାନେ କୈାଣସି କାରଣରୁ ଦୁଃଖ ପ୍ରକାଶ କରିବେ । ଆପଣଙ୍କର ଜ୍ଞାନକୁ ବିସ୍ତାର କରିବାକୁ ଚାହିଁବେ।

ପ୍ରତିକାର –ନୀଳ ବା କଳା ରଙ୍ଗର ଟୋପି ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :