• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th May 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଜମି କ୍ରୟ କରିବାର ଯୋଗ ରହିଛି

ସୌର ବୃଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୧୮ ତାରିଖ ଶନିବାର। ଚନ୍ଦ୍ର- କନ୍ୟା ଅହୋରାତ୍ର। ତିଥି- ୧୦ମୀ ଦିବା ୧୧.୨୩ ଗତେ ୧୧ଶୀ । ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର। ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର। ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି –ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୧୨.୨୨ ଗତେ ୧ ପାଦ-କୃଷିହାନି-ଭୂମିଦାନ।

Pisces

ମୀନ

Saturday 18 May 2024

ପୂ, ଭାଦ୍ରପଦ- ପୁରୁଣା ରୋଗର ପ୍ରକୋପ ବୃଦ୍ଧି ପାଇବ । ଆପଣ ଚାକିରି ବଦଳାଇବାକୁ ଚେଷ୍ଟା କରିପାରିବେ । ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ୍ ହେବେ

ଉ, ଭାଦ୍ରପଦ- କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ । ପରିବାର ସଦସ୍ୟଙ୍କ ସହିତ ଏକ ତୀର୍ଥ ସ୍ଥାନକୁ ବୁଲିବା ପାଇଁ ଯିବେ । ଜୀବନ ସାଥିଙ୍କ ସହିତ ସମ୍ବନ୍ଧ ମଧୁର ରହିବ।

ରେବତୀ- ଆପଣଙ୍କ ପାଇଁ ଟଙ୍କା ରୋଜଗାର କରିବାର ଅନେକ ସରଳ ଉପାୟ ମିଳିବ । ଅନୁସନ୍ଧାନ ପ୍ରୋଜେକ୍ଟରେ କାମ କରୁଛନ୍ତି ତେବେ ଆପଣ ଭଲ କରିବାକୁ ସମର୍ଥ ହେବେ । ବିଦେଶରେ ପଢିବାକୁ ଚାହୁଁଥିବା ଶିକ୍ଷାର୍ଥୀ ମାନଙ୍କ ଆଶା ପୂରଣ ହୋଇପାର।

ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :