• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th May 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଜମି କ୍ରୟ କରିବାର ଯୋଗ ରହିଛି

ସୌର ବୃଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୧୮ ତାରିଖ ଶନିବାର। ଚନ୍ଦ୍ର- କନ୍ୟା ଅହୋରାତ୍ର। ତିଥି- ୧୦ମୀ ଦିବା ୧୧.୨୩ ଗତେ ୧୧ଶୀ । ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର। ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର। ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି –ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୧୨.୨୨ ଗତେ ୧ ପାଦ-କୃଷିହାନି-ଭୂମିଦାନ।

Gemini

ମିଥୁନ

Saturday 18 May 2024

ମୃଗଶିରା- ସ୍ୱାସ୍ଥ୍ୟ ଓ ପାରିବାରିକ ସ୍ଥିତି ପ୍ରାୟତଃ ଭଲ ରହିବ । କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ । ବ୍ୟବସାୟ କ୍ଷେତ୍ରରେ ସମସ୍ୟାକୁ ସୁଧାରି ନେବାରେ ସଫଳ ହେବେ ।

ଆଦ୍ରା- ସରକାରୀ ସାହାଯ୍ୟ ସହଯୋଗ ହାତଛଡା ହେବାକୁ ଦିଅନ୍ତୁ ନାହିଁ । ସାମ୍ବାଦିକମାନେ ନିଜ କାର୍ଯ୍ୟରେ କୃତିତ୍ୱ ଲାଭ କରିବେ । ବିଦ୍ୟାର୍ଥୀମାନେ ଉଚ୍ଚ ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ ।

ପୁନର୍ବସୁ- ନୂତନ ଯାନବାହନ କିମ୍ବା ଗୃହୋପକରଣ କିଣିବାକୁ ମନବଳାଇ ପାରନ୍ତି । ପୁରୁଣା ଘର ମରାମତି କରିବା ପାଇଁ ମନସ୍ଥ କରିବେ । କଳା, ସାହିତ୍ୟ, ସଙ୍ଗୀତ କ୍ଷେତ୍ରରେ ଆଦୃତି ଲାଭ କରିବେ ।

ପ୍ରତିକାର – ସବୁଜ ରଙ୍ଗର ପୋଷାକ ଭିକାରୀକୁ ଦାନ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :