• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th May 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଜମି କ୍ରୟ କରିବାର ଯୋଗ ରହିଛି

ସୌର ବୃଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୧୮ ତାରିଖ ଶନିବାର। ଚନ୍ଦ୍ର- କନ୍ୟା ଅହୋରାତ୍ର। ତିଥି- ୧୦ମୀ ଦିବା ୧୧.୨୩ ଗତେ ୧୧ଶୀ । ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର। ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର। ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି –ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୧୨.୨୨ ଗତେ ୧ ପାଦ-କୃଷିହାନି-ଭୂମିଦାନ।

Cancer

କର୍କଟ

Saturday 18 May 2024

ପୁନର୍ବସୁ- ଜୀବନ ସାଥୀଙ୍କ ସହ ଅଧିକ ସମୟ ଅତିବାହିତ କରିବାର ସୁଯାଗ ପାଇବେ । ବ୍ୟବସାୟୀମାନେ ଆର୍ଥିକ ଲାଭ ପାଇପାରନ୍ତି । ବ୍ୟକ୍ତିଗତ ଜୀବନରେ କିଛି ଚ୍ୟାଲେଞ୍ଜର ସାମ୍ନା କରିବାକୁ ପଡିପାରେ ।

ପୁଷ୍ୟା- ରାଜନୀତିରେ ପଦୋନ୍ନତି ପାଇବାର ସମ୍ଭାବନା ରହିଛି । ପରୋପକାରୀ କାର୍ଯ୍ୟକଳାପ ପ୍ରତି ଅଗ୍ରହ ବୃଦ୍ଧି ପାଇବ । ଛାତ୍ରଛାତ୍ରୀମାନେ ପାଠକୁ ନେଇ ଚିନ୍ତାରେ ରହିବେ ।

ଅଶ୍ଲେଷା- ଆବଶ୍ୟକତା ପୂରଣ କରିବା ସକାଶେ ଧାରକରଜ କରି କାମକୁ ଚଳାଇ ନେବେ। କୌଣସି ଅତ୍ୟାବଶ୍ୟକୀୟ କାଗଜପତ୍ର ନ ପାଇ ବ୍ୟସ୍ତ ହୋଇପାରନ୍ତି । ଆଲୋଚନା ପରିସରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ।

ପ୍ରତିକାର – ବରଗଛ ମୂଳରେ କ୍ଷୀର ଢାଳି ଦିନ ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :