• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th May 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଜମି କ୍ରୟ କରିବାର ଯୋଗ ରହିଛି

ସୌର ବୃଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୧୮ ତାରିଖ ଶନିବାର। ଚନ୍ଦ୍ର- କନ୍ୟା ଅହୋରାତ୍ର। ତିଥି- ୧୦ମୀ ଦିବା ୧୧.୨୩ ଗତେ ୧୧ଶୀ । ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର। ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର। ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି –ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୧୨.୨୨ ଗତେ ୧ ପାଦ-କୃଷିହାନି-ଭୂମିଦାନ।

Leo

ସିଂହ

Saturday 18 May 2024

ମଘା- ଶାରୀରିକ ସମସ୍ୟାକୁ ଅଣଦେଖା କରିବା ଦ୍ୱାରା ସ୍ୱାସ୍ଥ୍ୟ ଜନିତ ନାନା ସମସ୍ୟା ବଢିପାରେ । ଆବଶ୍ୟକତାରୁ ଅଧିକ କହିବା ଅହିତକର ହୋଇପାରେ । ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତି ହୋଇପାରେ ।

ପୂ,ଫାଲଗୁନି- ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ କରି ପ୍ରଶଂସା ପାଇବେ । ଶତ୍ରୁମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବିଦ୍ୟାର୍ଥୀମାନେ ପାଠପଢାରେ ମନ ଦେବେ ।

ଉ,ଫାଲଗୁନି- ପଡୋଶୀଙ୍କୁ କାମରେ ଲଗାଇ କୌଶଳରେ କାର୍ଯ୍ୟ ହାସଲ କରିନେବେ । ଏକ ଅସ୍ଥାବର ସମ୍ପତ୍ତି କିଣିବା ସହିତ ଆପଣ ନିଜ ଘର ମଧ୍ୟ ପାଇପାରିବେ । ମହିଳାମାନେ ଅଧିକ କାର‌୍ୟ୍ୟକରି ପ୍ରଂଶସିତ ହେବେ ।

ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :