• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th May 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଜମି କ୍ରୟ କରିବାର ଯୋଗ ରହିଛି

ସୌର ବୃଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୧୮ ତାରିଖ ଶନିବାର। ଚନ୍ଦ୍ର- କନ୍ୟା ଅହୋରାତ୍ର। ତିଥି- ୧୦ମୀ ଦିବା ୧୧.୨୩ ଗତେ ୧୧ଶୀ । ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର। ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର। ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି –ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୧୨.୨୨ ଗତେ ୧ ପାଦ-କୃଷିହାନି-ଭୂମିଦାନ।

Virgo

କନ୍ୟା

Saturday 18 May 2024

ଉ,ଫଳଗୁନି- ପ୍ରେମୀ ଯୁଗଳଙ୍କୁ ପରିବାର ଲୋକଙ୍କର ପୂର୍ଣ୍ଣ ସମର୍ଥନ ମିଳିପାରେ । ଘରର ସମସ୍ତ ସଦସ୍ୟଙ୍କ ସହିତ ଆପଣଙ୍କର ସମ୍ପର୍କ ଭଲ ରହିବ । କୌଣସି ଛୋଟ କଥାକୁ ନେଇ କର୍ମକ୍ଷେତ୍ରରେ ବିବାଦ ଦେଖିବା ପାଇଁ ମିଳିବ ।

ହସ୍ତା- ଛାତ୍ରଛାତ୍ରୀ ମାନେ ଭବିଷ୍ୟତକୁ ନେଇ ଚିନ୍ତାରେ ରହିବେ । ପତିପତ୍ନୀ ମଧ୍ୟ ଅଶାନ୍ତି ସୃଷ୍ଟି ହୋଇପାରେ । ରାଜନୀତି କରୁଥିବା ବ୍ୟକ୍ତିଙ୍କୁ ସଫଳତା ଓ ସମ୍ମାନ ମିଳିବ । କର୍ମକ୍ଷେତ୍ରରେ ଅପଦସ୍ତ ହୋଇପାରନ୍ତି ।

ଚିତ୍ରା- ଭବିଷ୍ୟତକୁ ନେଇ ଚିନ୍ତାରେ ରହିବେ । ନିଜ ସହ ସମୟ ବିତାଇବା ପାଇଁ ପସନ୍ଦ କରିବେ । କୌଣସି ଶୁଭଖବର ପାଇ ପାରନ୍ତି ।

ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :