• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th May 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଜମି କ୍ରୟ କରିବାର ଯୋଗ ରହିଛି

ସୌର ବୃଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୧୮ ତାରିଖ ଶନିବାର। ଚନ୍ଦ୍ର- କନ୍ୟା ଅହୋରାତ୍ର। ତିଥି- ୧୦ମୀ ଦିବା ୧୧.୨୩ ଗତେ ୧୧ଶୀ । ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର। ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର। ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି –ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୧୨.୨୨ ଗତେ ୧ ପାଦ-କୃଷିହାନି-ଭୂମିଦାନ।

Scorpio

ବିଛା

Saturday 18 May 2024

ବିଶାଖା- ଭାଗୀଦାରୀ ବ୍ୟବସାୟରେ ଆଖି ବନ୍ଦ କରି କୌଣସି ପଦକ୍ଷପ ନିଅନ୍ତୁ ନାହିଁ । ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ । ଆର୍ଥିକ ସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ ।

ଅନୁରାଧା- ଛାତ୍ରଛାତ୍ରୀଙ୍କ ପାଇଁ ଉତ୍ତମ ଦିନଟିଏ । ଅଯଥା କଥାକୁ ନେଇ ଚିନ୍ତାରେ ରୁହନ୍ତୁ ନାହିଁ । ନୂଆ ଚାକିରି ସୁଯୋଗ ପାଇପାରନ୍ତି କର୍ମକ୍ଷେତ୍ରରେ ଆପଣଙ୍କୁ କଠିନ ପରିଶ୍ରମ କରିବାକୁ ପଡିବ । ଆର୍ଥିକ ସ୍ଥିତି ଭଲ ରହିବ ।

ଜ୍ୟେଷ୍ଠା- ଅତୀତ କଥାକୁ ଭାବି ମନଟା ଭଲ ଲାଗିବ ନାହିଁ । ଆଇନ ଅଦାଲତ, ପ୍ରଶାସନ ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ ।

ପ୍ରତିକାର – ମା’ ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :