• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th May 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଜମି କ୍ରୟ କରିବାର ଯୋଗ ରହିଛି

ସୌର ବୃଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୧୮ ତାରିଖ ଶନିବାର। ଚନ୍ଦ୍ର- କନ୍ୟା ଅହୋରାତ୍ର। ତିଥି- ୧୦ମୀ ଦିବା ୧୧.୨୩ ଗତେ ୧୧ଶୀ । ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର। ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର। ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି –ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୧୨.୨୨ ଗତେ ୧ ପାଦ-କୃଷିହାନି-ଭୂମିଦାନ।

Capricorn

ମକର

Saturday 18 May 2024

ଉ,ଷାଢା-ପାଦ ପୀଡା ସହ ଦୈନିକ କାର୍ଯ୍ୟରେ ବ୍ୟବଧାନ ଉତ୍ପନ୍ନ ହୋଇପାରେ । ପରିବାରରେ ଅନୁକୂଳ ପରିସ୍ଥିତି ବଜାୟ ରହିବ । ବୟସ୍କ ବ୍ୟକ୍ତିଙ୍କ ସମର୍ଥନ ପାଇ ବ୍ୟବସାୟରେ ହରେଇଥିବା ଟଙ୍କା ଫେରିପାଇପାରନ୍ତି ।

ଶ୍ରବଣା- ସରକାରୀ କିମ୍ବା ବେସରକାରୀସ୍ତରରୁ ପାଇବାକୁ ଥିବା ଅର୍ଥ ପାଇବେ। ସଦାବେଳେ ଝଗଡ଼ା କରିବାକୁ ଚାହିଁବସିଥିବା ଲୋକଟିର ସାମ୍ନା କିମ୍ବା ସମାଧାନ କରିବାର ଚିନ୍ତା ଲାଗି ରହିବ। ଗୁପ୍ତ ଶତ୍ରୁତା ଓ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି।

ଧନିଷ୍ଠା- ସଭାସମିତିରେ ଆପଣ ଯୁକ୍ତିବଳରେ ସମସ୍ତଙ୍କ ମୁହଁ ବନ୍ଦ କରିଦେଇପାରିବେ। ଜମିଜମା କାରବାର କିମ୍ବା ନିର୍ମାଣାଧୀନ କାର‌୍ୟ୍ୟ ସ୍ଥଗିତ ରହିପାରେ । ତନ କର୍ମାରମ୍ଭ, ଲୋକସମ୍ପର୍କ ପାଇଁ ଦିନଟି ଭଲ।

ପ୍ରତିକାର – ଦକ୍ଷିଣକାଳୀଙ୍କୁ ପୂଜା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :