• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th Nov 2022 :ଏହି ରାଶିର ବ୍ୟକ୍ତି ଆଜି କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ

ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ଶୁକ୍ରବାର ଚନ୍ଦ୍ର – ସିଂହ ନିଶାନ୍ତ ୦୫/୨୮ ଗତେ କନ୍ୟା ତିଥି- ୯ମୀ ଦିବା ୦୯/୩୩ ଗତେ ୧୦ମୀ ଘାତ ଚନ୍ଦ୍ର- କର୍କଟ, ମକର ନିଶାନ୍ତ ୦୫/୨୮ ଗତେ ବୃଷ ଘାତ ବାର – ବିଛା, ଧନୁ ଓ ମୀନ ପୁଷ୍କର ଦୋଷ – ରାତ୍ରି ୧୧/୦୬ ଗତେ ୧ ପାଦ- କୁଟୁମ୍ଭହାନି-ତିଳକାଞନ ଦାନ

Aquarius

କୁମ୍ଭ

Friday 18 Nov 2022

ଧନିଷ୍ଠା – ଅଧିକ ପରିଶ୍ରମ କାରଣରୁ ସ୍ୱାସ୍ଥ୍ୟ ହାନିର କାରଣ ଅଛି । ବନ୍ଧୁ ବିୟୋଗ ଓ ବିଚ୍ଛେଦ ଯୋଗ ରହିଛି । ସୁଯୋଗର ସଦ୍‌ବ୍ୟବହାର କରି କର୍ମ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କର ପ୍ରିୟଭାଜନ ହେବେ

ଶତଭିଷା – ବ୍ୟବସାୟରେ ଖର୍ଚ୍ଚାନ୍ତ ହୋଇ କାର୍ଯ୍ୟ ହାସଲ କରିବେ । ରାଜନୀତିରେ ବିରେଧୀ ଦଳ ବଢିବେ । ପିଲାମାନେ ପିତୃ ଧନ ନାଶ କରିବେ

ପୂ , ଭାଦ୍ରପଦ – ସ୍ଥାୟି ଜମାର ପରିମାଣ ବୃଦ୍ଧି ପାଇବ । ମହିଳା ମାନେ ସୁଖଭାଗୁନୀ ଓ ଉଦଯୋଗି ହେବେ

ପ୍ରତିକାର – ରାହୁଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :