• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th Nov 2022 :ଏହି ରାଶିର ବ୍ୟକ୍ତି ଆଜି କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ

ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ଶୁକ୍ରବାର ଚନ୍ଦ୍ର – ସିଂହ ନିଶାନ୍ତ ୦୫/୨୮ ଗତେ କନ୍ୟା ତିଥି- ୯ମୀ ଦିବା ୦୯/୩୩ ଗତେ ୧୦ମୀ ଘାତ ଚନ୍ଦ୍ର- କର୍କଟ, ମକର ନିଶାନ୍ତ ୦୫/୨୮ ଗତେ ବୃଷ ଘାତ ବାର – ବିଛା, ଧନୁ ଓ ମୀନ ପୁଷ୍କର ଦୋଷ – ରାତ୍ରି ୧୧/୦୬ ଗତେ ୧ ପାଦ- କୁଟୁମ୍ଭହାନି-ତିଳକାଞନ ଦାନ

Pisces

ମୀନ

Friday 18 Nov 2022

ପୂ , ଭାଦ୍ରପଦ - ଭଲ କଥା କହି ବନ୍ଧୁ ମନରେ ବିଶ୍ୱାସ ଆଣିବେ । କର୍ମଜିବୀ ମାନଙ୍କ ପାଇଁ କର୍ମ କ୍ଷେତ୍ରରେ ଉନ୍ନତି ଆସିପାରେ

ଉ , ଭଦ୍ରପଦ - କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ । ରାଜନୈତିକ ବ୍ୟକ୍ତିଙ୍କ ଅକ୍ରୋଶର ଶିକାର ହେବେ

ରେବତୀ – ବିବାଦିୟ ଘଟଣାରେ ବିଜୟଲାଭ କରିପାରନ୍ତି । ମହିଳା ମାନେ ପରିବାରରେ ପୁଷ୍ଟି ସାଧାନା ପାଇଁ ଉ୍ୟଯୋଗ କରିବେ ।

ପ୍ରତିକାର – ମାଆ ତାରାଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :